ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ , ୨୯୬.୫୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି…
Read More...
Read More...