Browsing Tag

Naveen Patnaik

ପୁରୀରେ ହବିଶ୍ୟାଳି ମାନଙ୍କ କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , ୩ ହଜାରରୁ ଅଧିକ ରହିବାର ବ୍ୟବସ୍ଥା

ଭୁବନେଶ୍ଵର : ଆଜିଠାରୁ କାର୍ତ୍ତିକ ମାସ ଆରମ୍ଭ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍ଫରେଶିଂ ଜରିଆରେ ପୁରୀରେ ହବିଶ୍ୟାଳି ମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରୁ ଏହି ଅବସରରେ କାର୍ତ୍ତିକ ବ୍ରତ କରିବା ପାଇଁ ହବିଶ୍ୟାଳି ମାନେ…
Read More...

ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚୀନ୍‌ର ହାଙ୍ଗ୍‌ଝୌରେ ଚାଲିଥିବା ‘ଏସିଆନ୍‌ ପାରା ଗେମ୍‌ସ୍‌ ୨୦୨୩ରେ ଆଜି ଭାରତର ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ପ୍ରମୋଦ ଭଗତ ଭାରତ ଲାଗି ୨୧ତମ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଆଜି ପୁରୁଷ ଏକକ-୩ ବର୍ଗର ଚୂଡ଼ାନ୍ତ…
Read More...

ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , ପ୍ରତି ପଞ୍ଚାୟତ ପାଇବେ…

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ…
Read More...

ଚେସର ବିକାଶ ପାଇଁ ସହଯୋଗ ଓ ଓଡ଼ିଶାରେ ୧୦୦ ଚେସ୍ ପ୍ରଶିକ୍ଷଣ କେନ୍ଦ୍ରର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ…
Read More...

ଏସିଆନ ପାରା ଗେମ୍ସ : ୭ ଓଡ଼ିଆ ଖେଳାଳିଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏସିଆନ ପାରା ଗେମ୍ସରେ ଭାଗ ନେଇଥିବା ଓଡ଼ିଶାର ଆଥଲେଟ୍ସଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭ ଜଣ ଓଡ଼ିଆ ଆଥଲେଟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଁଏ ସହାୟତା ଘୋଷଣା କରିଛନ୍ତି। ଆସନ୍ତା ୨୨ରୁ ଚୀନର ହାଙ୍ଗଝୌରେ ଆରମ୍ଭ ହେଇଥିବା ଏସିଆନ ପାରା…
Read More...

ମୁଖ୍ୟମନ୍ତ୍ରୀଙ୍କ ସହ ଆଇଓସି ଅଧିବେଶନ ସମ୍ପର୍କିତ ଅଭିଜ୍ଞତା ବାଣ୍ଟିଲେ ଅଲିମ୍ପିକ୍ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର…

ଭୁବନେଶ୍ୱର : ଓଡ଼ିଶା ଅଲିମ୍ପିକ୍ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ (ଓଭିଇପି)ରେ ଭାଗ ନେଇଥିବା ଓଡ଼ିଶାର ପ୍ରତିଭାବାନ ସ୍କୁଲ ଛାତ୍ରଛାତ୍ରୀମାନେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ଏହି ବୈଠକରେ ଛାତ୍ରଛାତ୍ରୀମାନେ ଅନ୍ତର୍ଜାତୀୟ ଅଲିମ୍ପିକ୍…
Read More...

କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ, ଭରଚୁଆଲ ମୋଡରେ ଶୁଭାରମ୍ଭ

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ…
Read More...

ଆଠଗଡ଼ ନିର୍ବାଚନ ମଣ୍ଡଳୀର ଦୁଇ ବ୍ଲକରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ  

ଆଠଗଡ଼ : ଆଜି କଟକ ଜିଲା ଆଠଗଡ଼ ନିର୍ବାଚନମଣ୍ଡଳୀରେ ଓଡିଶା ସରକାରଙ୍କ ଦ୍ଵାରା ଆମ ଓଡିଶା ନବୀନ ଓଡିଶା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଛି। ମାନ୍ୟବର  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ, 5t ସଚିବ ଭି କେ ପାଣ୍ଡିଆନ୍ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି।…
Read More...

ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ ପାଇଁ ଫିଟିଲା ରାସ୍ତା, ତୁରନ୍ତୁ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ…
Read More...

ରୌପ୍ୟ ପଦକ ଜିତିଥିବା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…
Read More...