Browsing Tag

Naveen Pattanaik

BSKY ଯୋଜନାରେ କନ୍ଧମାଳ ସାମିଲ

ଭୁବନେଶ୍ୱର: ଆଜି BSKY ଯୋଜନାରେ ସାମିଲ ହୋଇଛି କନ୍ଧମାଳ ଜିଲ୍ଲା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଜିଲ୍ଲାର ମୋଟ ୬ ଲକ୍ଷ ୫୦ ହଜାର ଲୋକ ଉପକୃତ ହୋଇ ପାରଛନ୍ତି । କନ୍ଧମାଳ ପାଇଁ…
Read More...

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ରାଜ୍ୟର ହିତାଧିକାରୀ ମାନଙ୍କୁ ଆଉ ୮ ମାସ ଚାଉଳ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । କୋରୋନା ସମୟରେ ଚଗଏକଇଣରେ ଘୠଝଇ ହିତାଧିକାରୀଙ୍କୁ ମାଗଣା ଚାଉଳ ଯୋଗାଇ…
Read More...

ମୟୁରଭଞ୍ଜରେ ମାନ୍ୟବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୁରଭଞ୍ଜ ଜିଲ୍ଲାରେ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଆଜି ମୟୁରଭଞ୍ଜ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଯୋଗ୍ୟ ହିତାଧିକାରୀମାନଙ୍କୁ BSKY ସ୍ମାର୍ଟ କାର୍ଡ ବାଣ୍ଟିବା ସହିତ…
Read More...

ନିରାଡ଼ମ୍ବର ଭାବେ ଜନ୍ମଦିନ ପାଳିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା କାଲି ଓଡ଼ିଶାର ତଥା ଭାରତର ଏକ ନମ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କାଲି ସେ ୭୬ ବର୍ଷରେ ପଦାର୍ପଣ କରିବାକୁ ଯାଉଛନ୍ତି। କିନ୍ତୁ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସେ ନିଜ ଜନ୍ମଦିନ ପାଳିବେ ନାହିଁ । ତେଣୁ ତାଙ୍କ ଜନ୍ମଦିନ ପାଳିବାକୁ ନବୀନ ନିବାସକୁ…
Read More...

ଗଜପତିରେ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି: ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ପୂର୍ବାହ୍ନ ୧୧ଟାରେ…
Read More...

ବିପର୍ଯୟ ମୁକାବିଲା କରିବା; ଅନ୍ୟ ରାଜ୍ୟକୁ ଶିକ୍ଷାଇବ ଓଡିଶା

ଭୁବନେଶ୍ୱର(ରିପୋର୍ଟସ ଟୁଡେ) : ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ଶିକ୍ଷାଇବ ଓଡିଶା । ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା କରୋନା ମହାମାରୀ , ଓଡିଶା ଦମ୍ଭର ସହ ଲଡିଛି । ଏଥର ବିପର୍ଯ୍ୟୟ ମୁକାବିଲା ଦିଗରେ ସ୍ୱଳ୍ପ କାଳୀନ ଯୋଜନା ବଦଳରେ ଦୀର୍ଘ ମିଆଦି ଯୋଜନା ପ୍ରସ୍ତୁତ କରିବ ରାଜ୍ୟ…
Read More...

ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଳା ପାଇଁ ପ୍ରସ୍ତୁତ ହୋଇସାରିଛି ବ୍ଲୁ ପ୍ରିଣ୍ଟ । ଖୁବ ଶୀଘ୍ର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନରେ କରାଯିବ ଶୁଭାରମ୍ଭ । ଏହା ବ୍ୟତୀତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ବ୍ୟବସ୍ଥା ମଧ୍ୟ ରହିଛି । ମୋଟ ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ…
Read More...

ମାର୍କସିଟ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ରିପୋର୍ଟର୍ସ ଟୁଡେ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ୟୁଜି ଛାତ୍ରଛାତ୍ରୀଙ୍କ ଶେଷ ସେମିଷ୍ଟାର ପରୀକ୍ଷା ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ସାର୍ଟିଫିକେଟ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଦେଶରେ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟ ମାନଙ୍କରେ ପୋଷ୍ଟ…
Read More...

ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି : ମାଲକାନଗିରିରେ ସ୍ମାର୍ଟ ମାଲକାନଗିରିରେ ସ୍ମାର୍ଟ ହେଲ୍ଥ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ କରିଥିବା ଘୋଷଣା ଆଜିଠାରୁ କାର୍ୟ୍ୟକାରୀ ହେବାକୁ ଯାଉଛି । ରାଜ୍ୟରେ ପ୍ରଥମ ଜିଲ୍ଲା ଭାବେ ମାଲକାନଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ…
Read More...

ମାଲାକାନାଗିରି ଗସ୍ତରେ ଯିବେ ନବୀନ

ମାଲକାନାଗିରି: ମାଲକାନାଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଡିଜିଟାଲ ହେଲଥ କାର୍ଡର ଶୁଭାରମ୍ଭ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ମାଲକାନାଗିରି ଗସ୍ତରେ ଯିବେ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ । ଏନେଇ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି ଜୋରଦାର କରିଛି । ମାଲକାନାଗିିରିର…
Read More...