ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ଭୁବନେଶ୍ଵର: ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ଗତକାଲି ପୁଣି ଥରେ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଭୁବନେଶ୍ବରର ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଗତକାଲି ସନ୍ଧ୍ୟା ୫ଟା ୧୫ରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟ…
Read More...
Read More...