Browsing Tag

naveen pattnaik

ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ୨ଟି ସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର: ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି । ଏହାଦ୍ଵାରା…
Read More...

ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ଦଳୀୟ କର୍ମୀମାନଙ୍କୁ ଦିଆଯାଇଥିବା ଦାୟିତ୍ୱର ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: ନବୀନ ନିବାସ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ଥିଲେ । ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,…
Read More...

କେନ୍ଦୁପତ୍ରରୁ GST ହଟାଇବାକୁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ଲଗାଇଥିବା ୧୮ ପ୍ରତିଶତ ଟ୍ୟାକ୍ସକୁ ଛାଡ କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ…
Read More...

ନବୀନଙ୍କୁ ଶକ୍ତିଶାଳୀ ନେତା ବୋଲି ବିବେଚନା କଲେ ମମତା

ଭୁବନେଶ୍ୱର: ୨ ଦିନିଆ ଓଡିଶା ଗସ୍ତରେ ଆସି ପଶ୍ଚିମବଙ୍ଗ ଫେରିଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ନବୀନ ନିବାସରେ ପହଞ୍ଚିବା ପରେ ମମତାଙ୍କୁ ମହାପ୍ରଭୁଙ୍କ ଅଙ୍ଗବସ୍ତ୍ର ଦେଇ ସ୍ୱାଗତ କଲେ ନବୀନ । ନବୀନ ପଟ୍ଟନାୟକ ଓ ମମତା ବାନାର୍ଜୀଙ୍କ ଗୁରୁତ୍ୱପୂର୍ଣ୍ଣ ଭେଟଘାଟ ଏବଂ ମିଳିତ ବିବୃତି…
Read More...

କ୍ୟାପିଟାଲ୍ ହସ୍ପିଟାଲରେ PGIMER ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ନୂତନ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚର ଉଦଘାଟନ କରିଛନ୍ତି। ଏହି ଅନୁଷ୍ଠାନର ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜଧାନୀ ତଥା ରାଜ୍ୟର…
Read More...

ଶିକ୍ଷାରେ ଉତ୍କର୍ଷ ପାଇଁ 5T ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ମାନଙ୍କ ପାଇଁ ୧୦୦ କୋଟି ଟଙ୍କାର ପୁରସ୍କାର…

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି 5T ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ମାନଙ୍କ୍ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ…
Read More...

ଶିଶୁ ଅଧିକାରର ସୁରକ୍ଷା ପାଇଁ ଓଡିଶା ରାଜ୍ୟ ଆୟୋଗର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

କଟକ : କଟକରେ ପାଳିତ ହୋଇଛି ଓଡିଶା ଶିଶୁ ଅଧିକାର ସୁରକ୍ଷା ଆୟୋଗର ଦ୍ବାଦଶ ପ୍ରତିଷ୍ଠା ଦିବସ। କଟକର ବାଳାଶ୍ରମରେ ଆୟୋଜିତ କାର୍ଯ୍ୟକ୍ରମରେ ବାସନ୍ତୀ ହେମ୍ବ୍ରମ,ସୁମିତ୍ରା ଜେନା,ମହିଳା କମିଶନ,ଶିଶୁ ସୁରକ୍ଷା ଆୟୋଗ ଉପସ୍ଥିତ ଥିଲେ। ଯେଉଁଥିରେ ଭରଚୁଆଲ ମୋଡ଼ରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ…
Read More...

ନବୀନ ନିବାସରେ ବାଦ୍ ପଡିଥିବା ମନ୍ତ୍ରୀ

ଭୁବନେଶ୍ୱର :ନୂଆମନ୍ତ୍ରୀ ମଣ୍ଡଳରେ ବାଦ୍ ପଡିଥିବା ୧୦ମନ୍ତ୍ରୀ ପହଂଚିଛନ୍ତି ନବୀନ ନିବାସରେ । ବିଭିନ୍ନ ପ୍ରସଙ୍ଗକୁ ନେଇ ନବୀନଙ୍କ ସହ ଚାଲିଛି ଆଲୋଚନା । ଗତକାଲି ନୂଆମନ୍ତ୍ରୀ ମଣ୍ଡଳ ଶପଥ ନେଇଥିବା ବେଳେ ସେଥିରୁ ବାଦ୍ ପଡିଥିଲେ ୧୦ ମନ୍ତ୍ରୀ । ତେବେ ବାଦ୍ ପଡିଥିବା ମନ୍ତ୍ରୀ ମାନଙ୍କୁ ନୂଆ…
Read More...

ଉତ୍ତମ ସ୍ୱାସ୍ଥ୍ୟ କାମନା କଲେ ନବୀନ

ଭୁବନେଶ୍ୱର :ପୂର୍ବତନ ବାଚସ୍ପତିଙ୍କ ଆଶୁରୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ସୂଚନା ପାଇବା ପରେ ମୁ୍ଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟ୍ୱିଟ କରି…
Read More...

ଆଜି ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ୱର:ଆଜି ରାଜ୍ୟ ମନ୍ତ୍ରିମଣ୍ଡଳରେ ହେବ ନବ କଳେବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି । ଆଜି ୧୧.୪୫ରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ ।ଲୋକସେବା ଭବନ କନଭେନସନ ସେଣ୍ଟରରେ ମନ୍ତ୍ରୀମାନେ ନେବେ ଶପଥ ।…
Read More...