Browsing Tag

Navin Patnaik

ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅମିତ ଶାହା । ଗତକାଲି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିିଲେ ଅମିତ ଶାହା । ଏୟାରପୋର୍ଟରେ ପାରମ୍ପରିକ ଉପାୟରେ ସ୍ୱାଗତ ଜଣାଇଥିଲେ । ଆଜି ଲୋକସେବା ଭବନରେ ଏକାଠି ହୋଇଛନ୍ତି ଶାହା-ନବୀନ । ନକ୍ସଲ ଦମନ ଓ ବିପର୍ୟ୍ୟୟ ପରିଚାଳନା ସ୍ଥିତିର ମଧ୍ୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ସାଇମୁନ୍ ୨୦୨୩’ ଉଦଘାଟିତ, ଯୋଗ ଦେଲେ ୧୦ ଦେଶର ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ଆୟେଜିତ ସାଇ ମଡେଲ ୟୁନାଇଟେଡ୍ ନେସନସ୍(ସାଇମୁନ୍)ର ଏକାଦଶତମ ସଂସ୍କରଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁକ୍ରବାର ଉଦଘାଟିତ ହୋଇଛି । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ଅଭିଭାଷଣରେ କହିଥିଲେ ଯେ, ବିଶ୍ୱ…
Read More...

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଭୁବନେଶ୍ୱେର : ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି ।  ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ, ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ପ୍ରମୁଖ ଆଜି ମୁଖ୍ୟମନ୍ତ୍ରୀ…
Read More...

କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ସହ ରାଜ୍ୟ ସରକାରଙ୍କ ଏମଓୟୁ

ଭୁବନେଶ୍ୱର: ଓଡ଼ିଶାରେ ପୁଞ୍ଜିନିବେଶ ଲକ୍ଷ୍ୟରେ ଆମେରିକା ଗସ୍ତରେ ଥିବା ରାଜ୍ୟ ସରକାରଙ୍କୁ ମିଳିଛି ସଫଳତା । ଆମେରିକା ସହ ଓଡ଼ିଶାର ସମ୍ପର୍କ ନିବିଡ ଲକ୍ଷ୍ୟରେ ଯାଇଥିବା ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗସ୍ତ ସଫଳ ହେଇଛି । ଆମେରିକାର ବାରକେଲେ ସ୍ଥିତ ୟୁନିଭର୍ସିଟି ଅଫ୍ କାଲିଫର୍ଣ୍ଣିଆ ସହିତ…
Read More...

ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୧୭ ପ୍ରସ୍ତାବକୁ ମୋହର ବାଜିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି…
Read More...

ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର:ଓଡିଶା ଅଗ୍ନିଶମ ସେବା ବିଭାଗରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟଆୟକ ଅନୁମୋଦନ କରିଛନ୍ତି । ଏଥିରେ ରହିଛି ତିନି ଗୋଟି ଷ୍ଟେସନ ଅଫିସର ପଦବୀ ରହିଛି । ତା’ସହ ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ବଦବୀ ସୃଷ୍ଟି ହେବା…
Read More...

ଖଡଗ ନଦୀ ଜଳାଶୟକୁ ଅନୁମୋଦନ ଖର୍ଚ୍ଚ ହେବ ୧୨୬ କୋଟି, ଟଙ୍କାଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର 

ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା…
Read More...

୮ଟି ନୂଆ ଗ୍ରୀଡ ସବଷ୍ଟେସନ ଲୋକାର୍ପିତ ୬୫୦ କୋଟି ଟଙ୍କା ଖର୍ଚ୍ଚ, ଉପକୃତ ହେବେ ରାଜ୍ୟର ୨.୨ ଲକ୍ଷ ଲୋକ

ଭୁବନେଶ୍ୱେର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation  ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର,…
Read More...

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ବିଷୟରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ…
Read More...

ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର:ଆଜି ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ସନ୍ଧ୍ୟାରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ଗୃହରେ ଆଭିମୁଖ୍ୟ ନେଇ ରଣନୀତି ପ୍ରସ୍ତୁତ କରିବ ବିଜେଡି । ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧକ୍ଷତାରେ ବୈଠକ ବସିବ । ସଂସଦର ଅଧିବେଶନରେ…
Read More...