ସିଦ୍ଧୁଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁଙ୍କୁ ବର୍ଷେ ଜେଲ ଦଣ୍ଡାଦେଶ । ଆଜି ଏହି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ୧୯୮୮ ରୋଡ୍ ରେଜ୍ ମାମଲାରେ ସିଦ୍ଧୁଙ୍କୁ ଏପରି ଝଟକା ଲାଗିଛି । ସିଦ୍ଧୁ ପଟିଆଲାରେ ପାର୍କିଂକୁ ନେଇ ଜଣେ ବୃଦ୍ଧଙ୍କ ସହ ଝଗଡ଼ା କରିଥିଲେ। ଯାହାପରେ ୬୫ ବର୍ଷୀୟ…
Read More...
Read More...