Browsing Tag

Naxal

ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ, ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର

ଭୁବନେଶ୍ଵର: ଓଡ଼ିଶାରେ ଏବେ ବି ଜାରି ରହିଛି ମାଓବାଦୀଙ୍କ ବର୍ବରତା। ଆନ୍ଧ୍ର ଏବଂ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀମାନେ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ ଅଞ୍ଚଳ ଉପରେ ବିଏସଏଫ ବିଶେଷ ନଜର ରଖିଛି । ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ…
Read More...

ମାଓବାଦୀଙ୍କୁ ଧରିବା ପାଇଁ ବୌଦ୍ଧ ପୋଲିସ ପକ୍ଷରୁ ଯାଇ କରାଗଲା ପୋଷ୍ଟର

ବୌଦ୍ଧ:- ପୋଲିସର ସମସ୍ତ ପ୍ରୟାସ ସତ୍ୱେ କନ୍ଧମାଳ ଜିଲ୍ଲା ସମ୍ପୂର୍ଣ୍ଣ ରୂପେ ମାଓ ମୁକ୍ତ ହୋଇ ପାରିନାହିଁ। ଜିଲ୍ଲାର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ଦ୍ୱାରା କିଛି କିଛି ଘଟଣା ଓ ଉପସ୍ଥିତି ମଧ୍ୟ ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି । ଇତି ମଧ୍ୟରେ ଅନେକ ମାଓବାଦୀ ପୋଲିସ ନିକଟରେ…
Read More...

ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ତିନି ମାଓବାଦୀ ଗିରଫ

ମାଲକାନଗିରି:- ସୀମାନ୍ତରେ ସୁରକ୍ଷାକୁ ମିଳିଲା ବଡ ସଫଳତା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ଚିନ୍ତାଗୁଫା ଥାନା ପେଣ୍ଟାପାଦ ଗ୍ରାମରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଜିଲ୍ଲା ପୋଲିସ ଓ ସିଆରପିଏଫ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ ଜଣ…
Read More...

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି

କନ୍ଧମାଳ:- କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସ ଏକ ବଡ଼ଧରଣର ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଏଥିରେ ୧୦ ଟନ୍‌ ବିସ୍ଫୋରକ ସାମଗ୍ରୀ ରହିଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ତଳଦାନ୍ତଲିଙ୍ଗି ଗାଁର ଆଲୋକ ଓରଫ…
Read More...

ସରଣ୍ଡା ଜଙ୍ଗଲ ମାଟି ତଳୁ ଉଦ୍ଧାର ହେଲା ୪୪ କିଲୋ ଆଇଇଡି

ରାଉରକେଲା:- ଓଡ଼ିଶା ଝାଡ଼ଖଣ୍ଡ ସୀମା ସରାଇକେଲା ଓ ସରଣ୍ଡା ଜଙ୍ଗଲ ମାଟି ତଳୁ ଉଦ୍ଧାର ହେଲା ୪୪ କିଲୋ ଆଇଇଡି । ଏକ ପ୍ଲାଷ୍ଟିକ କଣ୍ଟେନରରେ ମାଟି ତଳେ ଲୁଚାଇ ରଖାଯାଇଥିଲା । ମାଟି ତଳୁ ବିପୁଳ ପରିମାଣର ବିସ୍ଫୋରକ ଜବତ କଲେ ସୁରକ୍ଷା ବାହିନୀ । ବୋମା ନିଷ୍କ୍ରିୟକାରୀ ଟିମ୍ ପକ୍ଷରୁ ଆଇଇଡିକୁ…
Read More...

ମାଓବାଦୀ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡାଇଦେଇଛନ୍ତି ରେଲୱେ ଟ୍ରାକ୍

ରାଉରକେଲା:- ଶହୀଦ ସପ୍ତାହରେ ବଡ଼ ଆକ୍ରମଣ କରିଛନ୍ତି ମାଓବାଦୀ । ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡାଇଦେଇଛନ୍ତି ରେଲୱେ ଟ୍ରାକ୍ । ଏହି ବିସ୍ଫୋରଣରେ ଜଣେ ରେଲଓ୍ୱେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଆହତ କର୍ମଚାରୀଙ୍କ ନାମ ଇଟିୱା ଓରାମ ବୋଲି ଜଣାପଡିଛି । ତାଙ୍କୁ ଉଦ୍ଧାର କରାଯାଇ…
Read More...

ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଲୁଚାଇଥିଲେ ୩୫ ଲକ୍ଷ ଟଙ୍କା

ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ସରଣ୍ଡାରେ କମ୍ବିଂ ଅପରେଶନ ସହିତ ସର୍ଚ୍ଚ ଜାରି କରିଥିଲା  ସୁରକ୍ଷା ବାହିନୀ । ମାଓବାଦୀମାନେ…
Read More...

କନ୍ଧମାଳ ଜିଲ୍ଲା ଜଙ୍ଗଲ ଭିତରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି ସୁରକ୍ଷାକର୍ମୀ

ଫୁଲବାଣୀ-: ପୁଣି ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ଗୁରୁବାର ଦିନ କନ୍ଧମାଳ ଜିଲ୍ଲା ଜଙ୍ଗଲ ଭିତରେ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି ସୁରକ୍ଷା କର୍ମୀମାନେ ।  ଗୁଇନ୍ଦା ବିଭାଗରୁ ସୂଚନା ପାଇ ସୁରକ୍ଷାକର୍ମୀ କୋତାଗଡ଼ ଥାନା…
Read More...

ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀଙ୍କ ବର୍ବର କାଣ୍ଡ

ମାଲକାନଗିରି-: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଏକ ଅଭିଯାନ ଚାଲିଛି। ନକ୍ସଲବାଦୀଙ୍କ ବିରୁଦ୍ଧରେ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସୁରକ୍ଷା ବାହିନୀ ଦ୍ୱାରା ଅନେକ ନକ୍ସଲ ନିହତ ହୋଇଛନ୍ତି। ଆଉ ତାହାରି ପ୍ରତିଶୋଧ ନେବାପାଇଁ ଜଣେ ପୂର୍ବତନ…
Read More...

ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୋଲିସକୁ ଆଉ ଏକ ସଫଳତା

ଫୁଲବାଣୀ-: ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୋଲିସକୁ ଆଉ ଏକ ସଫଳତା। ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ। ଏନେଇ ଆଜି ସ୍ଥାନୀୟ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି । ଆତ୍ମସମର୍ପଣ କରିଥିବା…
Read More...