Browsing Tag

Naxal Operation

ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ତିନି ମାଓବାଦୀ ଗିରଫ

ମାଲକାନଗିରି:- ସୀମାନ୍ତରେ ସୁରକ୍ଷାକୁ ମିଳିଲା ବଡ ସଫଳତା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ମାଓ ବିରୋଧୀ ଅଭିଯାନ ବେଳେ ଚିନ୍ତାଗୁଫା ଥାନା ପେଣ୍ଟାପାଦ ଗ୍ରାମରୁ ୩ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଜିଲ୍ଲା ପୋଲିସ ଓ ସିଆରପିଏଫ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ ଜଣ…
Read More...

ମାଓବାଦୀ ସେଣ୍ଟ୍ରାଲ କ୍ୟାଡ଼ର ବିଜୟ ଏବଂ ମାଓବାଦୀ DVCM କ୍ୟାଡ଼ର ଲୋକେଶ ସଲାମେ ନିହତ

ମାଲକାନଗିରି:- ପୋଲିସ ଏନକାଉଣ୍ଟରରେ ଟଳିଲେ ଦୁଇ ଟପ କ୍ୟାଡର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା । ଏଥିରେ ଜଣେ ମାଓବାଦୀ ସେଣ୍ଟ୍ରାଲ କ୍ୟାଡ଼ର ବିଜୟ ଏବଂ ମାଓବାଦୀ DVCM…
Read More...

ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା

କନ୍ଧମାଳ-: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ…
Read More...

ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ମାଓ ବିରୋଧୀ ଅଭିଯାନ ଜାରି

ଭୁବନେଶ୍ୱର-: ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ଏକ ବିଶାଳ ମାଓ ବିରୋଧୀ ଅଭିଯାନ ଚାଲିଛି। ଛତିଶଗଡ଼ର ଏହି ବିଦ୍ରୋହୀମାନେ ସ୍ଥାନୀୟ ଜଙ୍ଗଲରେ ଆଶ୍ରୟ ନେଇଥିବା ସମ୍ପର୍କରେ ରିପୋର୍ଟ ପାଇ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ ଏବଂ ଜିଲ୍ଲା ସ୍ୱେଚ୍ଛାସେବୀ ବାହିନୀ…
Read More...

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନିପାତ ହୋଇଛି ହାର୍ଡକୋର ମାଓବାଦୀ କମାଣ୍ଡର ମନୀଷ ଯାଦବ

ଝାଡଖଣ୍ଡ-: ଭାଙ୍ଗିବାରେ ଲାଗିଛି ମାଓବାଦୀ ଗଡ଼ । ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର । ଝାଡଖଣ୍ଡର ଲାତେହାରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ନିପାତ ହୋଇଛି ହାର୍ଡକୋର ମାଓବାଦୀ କମାଣ୍ଡର ମନୀଷ ଯାଦବ । ରବିବାର ବିଳମ୍ବିତ ରାତିରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲୁଥିବା…
Read More...