Browsing Tag

Naxal

ଛତିଶଗଡ଼ର ଆବୁଝମାଡ଼ ଜଙ୍ଗଲରେ ଗୁଳିବିନିମୟ ଘଟି ୨ ମହିଳା ମାଓବାଦୀ ନିହତ

ଛତିଶଗଡ଼-: ଛତିଶଗଡ଼ର ଆବୁଝମାଡ଼ ଜଙ୍ଗଲରେ ଗୁଳିବିନିମୟ ଘଟି ୨ ମହିଳା ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରେ ବହୁ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଏବଂ ମାଓବାଦୀଙ୍କ ଦ୍ଵାରା ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା…
Read More...

ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ

ମାଲକାନଗିରି-: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମୃତକଙ୍କ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ମଧ୍ୟ ଅଛନ୍ତି । ପାମେଡ ଥାନା ଅନ୍ତର୍ଗତ ଯମପୁରମ ଗାଁରେ ମାଓବାଦୀ…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି-: ଏନ୍‌କାଉଣ୍ଟରରେ ୩ ଦୁର୍ଦ୍ଦାନ୍ତ ଟପ୍‌ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଏନ୍‌କାଉଣ୍ଟର୍ ହୋଇଛି । ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି। ଏନକାଉଣ୍ଟରରେ ସେଣ୍ଟ୍ରାଲ କ୍ୟାଡ଼ର ମାଓବାଦୀ ଗଜରାଲା ରବି…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ଦୁଇ ମାଓବାଦୀ

ଛତିଶଗଡ-: ଛତିଶଗଡରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବା ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ଦୁଇ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ଅଛନ୍ତି । ମୃତକଙ୍କ ନାଁ  ମୁଚାକି ବାମନ ଓ ଅନିତା ଆଭାଲମ୍ ବୋଲି ଜଣାପଡିଛି । ମୁଚାକି ନାଁରେ ୫…
Read More...

ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି

ସମ୍ବଲପୁର-: ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି । ସୋନପୁର, ବୌଦ୍ଧ, ରେଢାଖୋଲ ଅଞ୍ଚଳର ଢେଙ୍ଗୁ ଡ୍ୟାମକୁ ଲାଗି ରହିଥିବା ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ଗୁଇନ୍ଦା ସୂଚନା ମିଳିଛି । ପୂର୍ବରୁ ସମ୍ବଲପୁରରେ…
Read More...

ବରଗଡ଼ ଜିଲ୍ଲା ପାଇକମାଳ ଥାନା ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ପୋଲିସ ବିପୁଳ ପରିମାଣରେ ମାଓବାଦୀ ବ୍ୟବହୃତ ସାମଗ୍ରୀ…

ବରଗଡ଼-: ବରଗଡ଼ ଜିଲ୍ଲା ପାଇକମାଳ ଥାନା ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ପୋଲିସ ବିପୁଳ ପରିମାଣରେ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଡିଭିଏଫ ଟିମ୍ ଅପରେସନ ଜାରି ରଖିଥିବା ସମୟରେ ଏହି ସଫଳତା ମିଳିଥିବା ନେଇ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଏସପି ପି.ଏସ ମୀନା ସୂଚନା ଦେଇଛନ୍ତି ।…
Read More...

ଛତିଶଗଡ଼ ଜଙ୍ଗଲରୁ ମିଳିଥିବା ୧୦ ଆଇଇଡି ବୋମାକୁ ଡିଫ୍ୟୁଜ କଲେ ସୁରକ୍ଷାକର୍ମୀ

ଛତିଶଗଡ଼-: ଛତିଶଗଡ଼ ଜଙ୍ଗଲରୁ ମିଳିଥିବା ୧୦ ଆଇଇଡି ବୋମାକୁ ଡିଫ୍ୟୁଜ କଲେ ସୁରକ୍ଷାକର୍ମୀ । ସୁରକ୍ଷାକର୍ମୀର ସ୍ଵତନ୍ତ୍ର ବୋମା ନିଷ୍କ୍ରିୟକାରୀ ଦଳ ଏସବୁକୁ ଡିଫ୍ୟୁଜ କରିଥିବା ସୂଚନା ମିଳିଛି। ସୁନ୍ଦରଗଡ଼ର ବାଙ୍କୋ ଖଣି ଅଞ୍ଚଳରୁ ମାଓବାଦୀମାନେ ୪ ଟନ ଓଜର ବିସ୍ଫୋରକ ଲୁଟି ନେବା ପରେ…
Read More...

ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୩୮ ଜଣ ମାଓବାଦୀ

ମାଲକାନଗିରି-: ୩୮ ମାଓବାଦୀ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତ୍ତାଗୁଡେମ ଜିଲ୍ଲା ଏସପିଙ୍କ ନିକଟରେ ୩୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ପାର୍ଟି ମେମ୍ବର, ୧୬ ଜଣ ମିଲିସିଆ ମେମ୍ବର, ୭ ଜଣ VCMS ସଦସ୍ୟ,୬ଜଣ KAMS…
Read More...

ପୋଲିସ ଇନଫର୍ମର ସନ୍ଦେହରେ ନାଏବ ସରପଞ୍ଚଙ୍କୁ ହତ୍ୟା

ମାଲକାନଗିରି-: ସୀମାନ୍ତ ଅଞ୍ଚଳରେ ମାତିଲେ ମାଓବାଦୀ । ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ତାରଲାବେଡ଼ା ନାଏବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ । ମୃତକ ବ୍ୟକ୍ତିଙ୍କ ନାମ ମୁଚାକି ରାମା ବୋଲି ଜଣାପଡିଛି । ଘଟଣା ପରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମହିଳା ନକ୍ସଲଙ୍କ ମୃତ

ରାୟପୁର-: ଛତିଶଗଡ଼ର ବିଜାପୁର ଜିଲାରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଜଣେ ମହିଳା ନକ୍ସଲ ନିହତ ହୋଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି । ଛତିଶଗଡ଼-ତେଲେଙ୍ଗାନା ସୀମାନ୍ତ କରରେଗୁଟ୍ଟା ପାହାଡ଼ର ଏକ ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା…
Read More...