ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ସୃଷ୍ଟି ହେବ ୧୬ ନୂଆ ବାଟାଲିଅନ
ନୂଆଦିଲ୍ଲୀ-: ସୀମା ସୁରକ୍ଷା ବଳ (ବିଏସଏଫ)ରେ ଯୋଡ଼ି ହେବ ୧୬ ନୂଆ ବାଟାଲିଅନ। ଏଥିପାଇଁ ସୃଷ୍ଟି ହେବ ୧୭ ହଜାର ନୂଆ ପଦବୀ । ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ ଭାରତ ପ୍ରତି ଅଧିକ ବିପଦ ସୃଷ୍ଟି ହେଉଥିବାରୁ ବିଏସଏଫ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ସହିତ ପଶ୍ଚିମାଞ୍ଚଳ…
Read More...
Read More...