ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ
ହାଇଦ୍ରାବାଦ : ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ । ଆଜି ହାଇଦ୍ରାବାଦରେ ରାଜ୍ୟପାଳ ଟି ସୌନ୍ଦରରାଜନ ରେବାନ୍ତଙ୍କୁ ଶପଥ ପାଠ କରାଇଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ କଂଗ୍ରେସର ବରିଷ୍ଠ ନେତା ସୋନିଆ…
Read More...
Read More...