Browsing Tag

new Chief Minister

ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ , କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆଜି ଶପଥ ନେବେ ରାଜ୍ୟର ନୂଆ ସରକାର । ଆଜି ଅପରାହ୍ନ ୫ଟା ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସୁଛନ୍ତି । ଏହା ସହ ଏହି ଉତ୍ସବରେ ପ୍ରାୟ ୩୦ ହଜାର ଲୋକଙ୍କ ସମାଗମ…
Read More...

ନୂଆ ମୁଖ୍ୟମନ୍ତ୍ରୀ ହେଲେ ବରିଷ୍ଠ ବିଜେପି ନେତା ମୋହନ ମାଝୀ

ଭୁବନେଶ୍ୱର: ବହୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ନୂଆ ମୁଖ୍ୟମନ୍ତ୍ରୀ ହେଲେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝରର ବିଧାୟକ ମୋହନ ମାଝୀ । ସେ ଆସନ୍ତାକାଲି ଅପରାହ୍ନ ୪.୪୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ପାଠ ଉତ୍ସବରେ…
Read More...

ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ଝାଡଖଣ୍ଡ: ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ । ରାଜଭବନରେ ପଦ ଓ ଗୋପନୀୟତାର ର ଶପଥ କରାଇଲେ ରାଜ୍ୟପାଳ । ତାଙ୍କ ସହ କଂଗ୍ରେସ ବିଧାୟକ ଅଲଗିର ଆଲାମ ଏବଂ ଆରଜେଡି ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଜମି ଦୁର୍ନୀତି ମାମଲାରେ ଗିରଫ ହେମନ୍ତ ସୋରେନଙ୍କ…
Read More...

ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ରାୟପୁର: ବିଷ୍ଣୁଦେଓ ସାଏ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବୁଧବାର ରାୟପୁର ସାଇନ୍ସ କଲେଜ ପରିସରରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ବିଜେପି ବିଧାୟକ ଅରୁଣ ସାଓ ଓ ବିଜୟ…
Read More...

ଆସନ୍ତାକାଲି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ

ମଧ୍ୟପ୍ରଦେଶ :ଆସନ୍ତା କାଲି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ନେବେ ମୋହନ ଯାଦବ । ବିଜେପି ବିଧାୟକ ଦଳ ବୈଠକରେ ନେତା ଘୋଷଣା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…
Read More...