ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ମେଡିକାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ
ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ତାଙ୍କର ଏସିଡିଟି ସମସ୍ୟା ଥିବା ସହ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍ ଖରାପ ହୋଇଥିଲା । ଏଥିପାଇଁ ତାଙ୍କୁ…
Read More...
Read More...