Browsing Tag

New Delhi

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-ଟ୍ବେଣ୍ଟି ଶୃଙ୍ଖଳା ଜିତିଲା ଭାରତ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-ଟ୍ବେଣ୍ଟି ଶୃଙ୍ଖଳାକୁ ଭାରତ ୩-୧ରେ ଜିତି ନେଇଛି। ଶେଷ ମ୍ୟାଚରେ ରେକର୍ଡ ବର୍ଷା ସହ ୧୩୫ ରନରେ ମ୍ୟାଚକୁ ଜିତି ନେଇଛି ଭାରତ। ଭାରତର ୨୮୩ ରନ୍ ଜବାବରେ ଦକ୍ଷିଣ ଆଫ୍ରିକା ୧୪୮ ରନରେ ଅଲଆଉଟ ହୋଇଥିଲା। ଟସ୍ ଜିତି ପ୍ରଥମେ ଭାରତ ବ୍ୟାଟିଂ କରିଥିଲା।…
Read More...

ପାକିସ୍ତାନକୁ ଲାଗିଛି ବଡ଼ ଝଟକା : ପୋକ୍ ଯାଇପାରିବନି ଚାମ୍ପିଅନ୍ସ ଟ୍ରଫି

ନୂଆଦିଲ୍ଲୀ:  ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର) ଇସଲାମାବାଦରେ…
Read More...

ମହାରାଷ୍ଟ୍ରର ହିଙ୍ଗୋଲିରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବ୍ୟାଗ୍ ଯାଞ୍ଚ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ହିଙ୍ଗୋଲିରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଛି। ନିର୍ବାଚନ ଆୟୋଗ ଅଧିକାରୀମାନେ ସୋମବାର ଶାହାଙ୍କ ବ୍ୟାଗ୍ ଯାଞ୍ଚ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟାଗ୍ ଯାଞ୍ଚକୁ ନେଇ ରାଜନୈତିକ ବିବାଦ ମଧ୍ୟରେ ଏହି ଘଟଣା ଘଟିଛି।…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି । ମୋଦିଙ୍କ ବିମାନକୁ ଦେଓଘର ଏୟାରପୋର୍ଟରେ ଜରୁରୀକାଳୀନ ଅବତରଣ କରାଯାଇଥିଲା । ବିମାନରେ ତ୍ରୁଟି ଯୋଗୁଁ ଦିଲ୍ଲୀ ଫେରିବାକୁ ବିଳମ୍ବ ହୋଇପାରେ । ଆଜି ଝାଡ଼ଖଣ୍ଡ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ।…
Read More...

ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନୂଆଦିଲ୍ଲୀ : ସାରା ଦେଶ ପାଳୁଛି ଜନଜାତି ଗୌରବ ଦିବସ । ଆଦିବାସୀଙ୍କ ଭଗବାନ ତଥା ମହାନ ଜାତୀୟତାବାଦୀ ସଂଗ୍ରାମୀ ବିର୍ସାମୁଣ୍ଡଙ୍କ ଆଜି ୧୫୦ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଦିଲ୍ଲୀ ବାନସେରା ପାର୍କରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରାଯାଇଛି । ବିର୍ସା ମୁଣ୍ଡାଙ୍କ…
Read More...

ଅର୍ଥ ଅଭାବରୁ କେହି ପାଠ ଛାଡିବେ ନାହିଁ :‘ପିଏମ ବିଦ୍ୟାଲକ୍ଷ୍ମୀ ଯୋଜନା’କୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ଅର୍ଥର ଅଭାବ ଥିଲେ ଏଣିକି ଅଧାରୁ ପାଠପଢ଼ା ଛାଡ଼ିବାକୁ ପଡ଼ିବ ନାହିଁ । କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ନିମନ୍ତେ ‘ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନା’ ଆରମ୍ଭ କରିଛନ୍ତି । ବୁଧବାର କେନ୍ଦ୍ର କ୍ୟାବିନେଟ୍ ଏହି ଯୋଜନାକୁ ମଞ୍ଜୁରୀ ଦେଇଛି । ଏହା ମାଧ୍ୟମରେ ବାର୍ଷିକ…
Read More...

୨୦୩୬ରେ ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ କମିଟିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ

ନୂଆଦିଲ୍ଲୀ:  ୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତର ପ୍ରଥମ ପଦକ୍ଷେପ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ। ଆୟୋଜନ ପାଇଁ ଇଚ୍ଛୁକ ଦର୍ଶାଇ ଔପଚାରିକ ଭାବେ ଚିଠି।ଅଲିମ୍ପିକ୍ସ ସହ ପାରା ଅଲିମ୍ପିକ୍ସ ଆୟୋଜନ ନେଇ ଇଚ୍ଛୁକ ଦର୍ଶାଇ ଚିଠି। ଅଲିମ୍ପିକ୍ସ…
Read More...

ଭୁଲ ତଥ୍ୟ ଦେଉଥିବା ଅଭିଯୋଗରେ ୱିକିପିଡିଆକୁ କେନ୍ଦ୍ର ସରକାରଙ୍କ ନୋଟିସ୍

ନୂଆଦିଲ୍ଲୀ: ଭୁଲ ତଥ୍ୟ ଦେଉଛି ଉଇକିପିଡିଆ । ଏଭଳି କିଛି ଅଭିଯୋଗ ଆସିଛି । ଏହା ପରେ ଉଇକିପିଡିଆ ଉପରେ ବର୍ଷିଛନ୍ତି କେନ୍ଦ୍ର ସରକାର । ଏହାସହ ନୋଟିସ ପଠାଇ ଏହି ଅଭିଯୋଗ ଉପରେ ଜବାବ ମାଗିଛନ୍ତି ।  ୱିକିପିଡିଆ ହେଉଛି ଏକ ଅନଲାଇନ୍ ଏନସାଇକ୍ଲୋପିଡିଆ। ଏଥିରେ ଯେ କେହି ଲେଖି ପାରିବେ,…
Read More...

ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ । ଆଗ୍ରାର ଏକ କ୍ଷେତରେ ବିମାନଟି ଖସିପଡ଼ିବା ପରେ ଜଳିଯାଇଥିବା ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣାରୁ ପାଇଲଟ ଅଳ୍ପକେ ବର୍ତ୍ତିଯାଇଛନ୍ତି । ସୂଚନା ଅନୁସାରେ ବିମାନଟି ପଂଜାବର ଆଦମପୁରରୁ ଆଗ୍ରା ଆସୁଥିଲା । ଆଗ୍ରା…
Read More...

ଆଜିଠାରୁ ବନ୍ଦ ହେଲା ପ୍ରସିଦ୍ଧ କେଦାରନାଥ ପୀଠ

ନୂଆଦିଲ୍ଲୀ:  ଆଜିଠାରୁ ବନ୍ଦ ହେଲା ପ୍ରସିଦ୍ଧ କେଦାରନାଥ ପୀଠ । ଆଜି ସକାଳ ୪ଟାରୁ ବିଧିବିଧାନ ସହିତ ପୂଜା ହେବା ପରେ ୮.୩୦ ମିନିଟରେ କପାଟ ବନ୍ଦ ହୋଇଛି ।  ତୁଷାରପାତ ଆରମ୍ଭରୁ ଏହାକୁ ବନ୍ଦ କରାଯାଇଥିବାବେଳେ ୬ ମାସ ପରେ ଏହା ଖୋଲିବ ବୋଲି ଜଣାପଡିଛି । କେଦାରନାଥ ପୀଠକୁ ଆଜି ପ୍ରାୟ ୧୦…
Read More...