ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ
ଜମ୍ମୁକାଶ୍ମୀର: ଘାଟିରେ ସେନାକୁ ବଡ଼ ସଫଳତା। ଜମ୍ମୁକାଶ୍ମୀରର ବାରମୁଲ୍ଲାରେ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ-ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା କୁହାଯାଉଛି।
ସୂଚନା ଅନୁଯାୟୀ, ଉତରୀ କାଶ୍ମୀରର ଉରି ସେକ୍ଟରରେ କଣ୍ଟ୍ରୋଲ୍ ଲାଇନ୍ ଦେଇ…
Read More...
Read More...