Browsing Tag

New Delhi

ଯବାନଙ୍କୁ ଅପହରଣ କରିନେଇ ଗଲେ

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରରେ ଯବାନଙ୍କୁ ଅପହରଣ । ଯବାନଙ୍କୁ ଆତଙ୍କବାଦୀମାନେ ଅପହରଣ କରି ନେଇଛନ୍ତି । ଅନନ୍ତନାଗ ଜିଲ୍ଲାର କୋକେରନାଗ ଅଞ୍ଚଳରୁ ଯବାନଙ୍କୁ ଅପହରଣ କରି ନେଇଛନ୍ତି ଆତଙ୍କବାଦୀ ।  ଜଣେ ଆତଙ୍କବାଦୀ କୌଶଳ କ୍ରମେ ଖସି ପଳାଇବାରେ ସଫଳ ହୋଇଥିବା ବେଳେ ଅନ୍ୟଜଣଙ୍କୁ ଆତଙ୍କବାଦୀ…
Read More...

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି।ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କିମ୍ବଦନ୍ତୀ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଦାଦା ସାହେବ…
Read More...

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ନୂଆଦିଲ୍ଲୀ:  ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ 'ଦମନ'କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ,…
Read More...

ହିସାର ଆସନରୁ ଜିତିଲେ ସ୍ୱାଧୀନ ପ୍ରାର୍ଥୀ ସାବିତ୍ରୀ ଜିନ୍ଦଲ

ହରିୟାଣା: ନିର୍ବାଚନ ଜିତିଲେ ଦେଶର ଧନୀ ମହିଳା । ହରିୟାଣାର ହିସାର ଆସନରୁ ଜିତିଲେ ସ୍ୱାଧୀନ ପ୍ରାର୍ଥୀ ସାବିତ୍ରୀ ଜିନ୍ଦଲ ୧୮ ହଜାର ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ନିକଟତମ ପ୍ରତିଦ୍ବନ୍ଦ୍ବୀ କଂଗ୍ରେସର ରାମ ନିୱାସ ରାରାଙ୍କୁ ସେ ପରାସ୍ତ କରିଛନ୍ତି । ସାବିତ୍ରୀ ଜିନ୍ଦଲ ହେଉଛନ୍ତି…
Read More...

ପଦାର୍ଥ ବିଜ୍ଞାନ ପାଇଁ ୨ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ପଦାର୍ଥ ବିଜ୍ଞାନ ପାଇଁ ୨ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର। ଚଳିତ ଥର ଜେ. ହୋପଫାଇଲ୍ଡ ଏବଂ ଜେଫ୍ରି ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଁ ଘୋଷଣା କରାଯାଇଛି। ଷ୍ଟକହୋମର ରୟାଲ୍ ସ୍ୱିଡିଶ୍ ଏକାଡେମୀ ଅଫ୍ ସାଇନ୍ସ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି।…
Read More...

ଜମ୍ମୁ କାଶ୍ମୀରର ଚାଲିଛି ଭୋଟ ଗଣତି ପ୍ରକ୍ରିୟା : ପ୍ରଥମଥର ଖତା ଖୋଲିଲା ଆପ୍

ନୂଆଦିଲ୍ଲୀ: ଚାଲିଛି ହରିୟାଣା  I ଜମ୍ମୁ କାଶ୍ମୀରର ଭୋଟ ଗଣତି ପ୍ରକ୍ରିୟା । ଏହାରି ଭିତରେ  ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି । ଏଠାରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟ ସରକାର ଗଠନ କରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇଆସିଲାଣି । ଏହାରି ଭିତରେ ଏକ…
Read More...

୬୦୧୫ ଭୋଟରେ ଜିତିଛନ୍ତି ବିନେଶ ଫୋଗତ

ହରିୟାଣା: ବାଜି ମାରିଲେ ବିନେଶ୍ । କୁସ୍ତି ପରେ ଏବେ ରାଜନୀତିରେ କଲେ କମାଲ । ଚିତପଟାଙ୍ଗ ହେଲେ ପ୍ରତିଦ୍ୱନ୍ଦ୍ୱି ଯୋଗେଶ ବୈରାଗୀ । ହରିୟାଣାର ଜୁଲାନା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିନେଶ ଫୋଗତ ବିଜୟୀ ହୋଇଛନ୍ତି। ୬୦୧୫ ଭୋଟରେ ଜିତିଛନ୍ତି ପୂର୍ବତନ ତାରକା କୁସ୍ତିଯୋଦ୍ଧା…
Read More...

ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ମେଡିସିନରେ ୨ ବୈଜ୍ଞାନିକଙ୍କୁ ନୋବେଲ । ଆଜି ଠାରୁ ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍ ଓ ଗ୍ୟାରୀ…
Read More...

୧୨ କମ୍ପାନୀ ସିଏପିଏଫ୍ ଓ ଗୋଟିଏ ହେଲିକପ୍ଟର ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମାଓ ମୁକାବିଲା ନେଇ ଦିଲ୍ଲୀରେ ହୋଇଥିଲା ବୈଠକ । ଗୃହମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ବିଜ୍ଞାନ ଭୁବନରେ ବସିଥିବା ବୈଠକରେ ଯୋଗ ଦେଇଥିଲେ ଓଡ଼ିଶା ସମେତ ୮ନକ୍ସଲ ପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ। ଏହି ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ…
Read More...

ଦିଲ୍ଲୀ କୋର୍ଟରୁ ଲାଲୁ ଯାଦବ ପରିବାରକୁ ମିଳିଲା ଆଶ୍ଵସ୍ତି

ନୂଆଦିଲ୍ଲୀ: ଜମି ଦୁର୍ନୀତି ମାମଲାରେ ଲାଲୁ ଯାଦବ ପରିବାରକୁ ଦିଲ୍ଲୀ କୋର୍ଟରୁ ବଡ଼ ଆଶ୍ଵସ୍ତି ମିଳିଛି। ରାଉଜ୍ ଆଭେନ୍ୟୁ କୋର୍ଟ ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁ ପରିବାରକୁ ଜାମିନ ପ୍ରଦାନ କରିଛନ୍ତି। ଲାଲୁ ପରିବାର ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ପୂର୍ବାହ୍ନ ୧୦ଟାରେ…
Read More...