Browsing Tag

New Delhi

ପାକିସ୍ତାନରୁ ଆସୁଥିବା  ସମସ୍ତ ଡାକ ଏବଂ ପାର୍ସଲ ସେବାକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାରତ ସରକାର ପାକିସ୍ତାନରୁ ଆସୁଥିବା ସମସ୍ତ ପ୍ରକାରର ଡାକ ଏବଂ ପାର୍ସଲ ସେବାକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ…
Read More...

ଆଉ ଏକ ବଡ଼ ନିଷ୍ପତ୍ତି : ଆମଦାନୀ ଓ ରପ୍ତାନୀ ସଂପୂର୍ଣ୍ଣ ଭାବେ ବନ୍ଦ କଲେ ଭାରତ ସରକାର

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିପକ୍ଷରେ କଡ଼ା କାର୍ୟ୍ୟାନୁଷ୍ଠାନ ନେଉଛି । ପାକିସ୍ତାନକୁ ଗୋଟେ ପରେ ଗୋଟେ ଝଟକା ଦେଉଛି ଭାରତ । ଏହାରି ମଧ୍ୟରେ ଭାରତ ଏକ ବଡ଼ ନିଷ୍ପତ୍ତି ନେଇଛି । ଏବେ ପାକିସ୍ତାନରୁ ଆମଦାନୀ, ରପ୍ତାନୀକୁ ବନ୍ଦ କରିଛି ଭାରତ । ଯାହା ଜାତୀୟ ସୁରକ୍ଷା…
Read More...

ଧାର୍ମିକ ଯାତ୍ରାରେ ଦଳାଚକଟା : ୭ଜଣଙ୍କ ମୃତ୍ୟୁ ୩୦ ଗୁରୁତର

ନୂଆଦିଲ୍ଲୀ  :ଗୋଆର ସିରଗାଓଁରେ ଅଭାବନୀୟ ଘଟଣା । ଧାର୍ମିକ ଯାତ୍ରାରେ ଦଳାଚକଟାରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଘଟଣା ବିଷୟରେ ସୂଚନା ପାଇଁ ପୋଲିସ ଏବଂ ଜରୁରୀକାଳୀନ ସେବା ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଘଟଣା ସୂଚନା ପାଇ…
Read More...

ଭୂକମ୍ପ ଝଟକା ରେ ଥରିଲା ଜମ୍ମୁ କଶ୍ମୀର ଏବଂ ଗୁଜରାଟ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ଏବଂ ଗୁଜରାଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୪ ରହିଥିବା ଜଣାପଡିଛି । ସେହିପରି ଜମ୍ମୁରେ ଭୂକମ୍ପର ତୀବ୍ରତା ୨.୭ ରହିଛି । ସେହିପରି ଲେହ-ଲଦାଖରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯେଉଁଥିରେ ଭୂକମ୍ପର ତୀବ୍ରତା ୩.୯ ରହିଛି । ତେବେ…
Read More...

ପାକିସ୍ତାନରେ ଏବେ ବାଜିବ ନାହିଁ ଭାରତୀୟ ଗୀତ

ନୂଆଦିଲ୍ଲୀ: ପାକିସ୍ତାନବାସୀ କାହିଁ କେଉଁ କାଳରୁ ଲତା ମଙ୍ଗେସକର, ମହମ୍ମଦ ରଫି ଏବଂ କିଶୋର କୁମାରଙ୍କ ଗୀତ ଶୁଣି ଆସୁଛନ୍ତି ଏବଂ ବର୍ତ୍ତମାନ ସମୟରେ ଅରିଜିତ ସିଂହ ଓ ଶ୍ରେୟା ଘୋଷାଲଙ୍କ ଭଳି କଣ୍ଠଶିଳ୍ପୀ ପାକିସ୍ତାନୀମାନଙ୍କର ଖୁବ୍ ପସନ୍ଦ। କିନ୍ତୁ ପାକିସ୍ତାନରେ ଏବେ ଏହି ପ୍ରସିଦ୍ଧ…
Read More...

ମୁସାର  ସୁରାକ ଦେଲେ ୨୦ ଲକ୍ଷ ଟଙ୍କା ପୁରସ୍କାର ଦେବାକୁ ସେନା ପକ୍ଷରୁ ଘୋଷଣା

ନୂଆଦିଲ୍ଲୀ: ଭାରତରେ ଲୁଚିଛି ଆତଙ୍କୀ ହାସିମ୍‌ ମୁସା । ପହଲଗାମ୍‌ ହମଲା ପରେ ମୁସା ଦକ୍ଷିଣ କାଶ୍ମୀର ଜଙ୍ଗଲରେ ଲୁଚିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଛି। ମୁସାକୁ ଜୀବନ୍ତ ଧରିବାକୁ ବଡ଼ ଧରଣର ସର୍ଚ୍ଚ ଅପରେସନ ଚଳାଇଛି ଭାରତୀୟ ସେନା। ସେପଟେ ମୁସାର  ସୁରାକ ଦେଲେ ୨୦ ଲକ୍ଷ ଟଙ୍କା…
Read More...

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୧୦ ଟଙ୍କା

ନୂଆଦିଲ୍ଲୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ପର୍ବ। ଏହି ଦିନ ଅଧିକାଂଶ ଲୋକେ ସୁନା ଓ ରୁପା ଅଳଙ୍କାର କିଣିବାକୁ ଇଚ୍ଛା କରନ୍ତି । ତେବେ ଗତ କିଛି ଦିନ ଧରି ସୁନା ଦାମ୍‌ ହୁ ହୁ ହୋଇ ବୃଦ୍ଧି ପାଇ ଲକ୍ଷେ ଟଙ୍କା ଅତିକ୍ରମ କରିଥିବା ଏବେ ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସୁନା ଦର…
Read More...

ଅବସର ନେଉଛନ୍ତି ହରିୟାଣା କ୍ୟାଡର IAS ଅଶୋକ ଖେମକା

ନୂଆଦିଲ୍ଲୀ: ଆଜି ଅବସର ନେଉଛନ୍ତି ହରିୟାଣା କ୍ୟାଡର IAS ଅଶୋକ ଖେମକା। ପ୍ରାୟ 34 ବର୍ଷର କ୍ୟାରିୟରରେ 57 ଥର ପୋଷ୍ଟିଂ ହୋଇଥିବା ବରିଷ୍ଠ IAS ଅଧିକାରୀ ଅଶୋକ ଖେମକା । 1991 ବ୍ୟାଚ୍ ଅଧିକାରୀ ପରିବହନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବରେ ଅବସର ଗ୍ରହଣ କରିବେ। ହରିଆଣା-କ୍ୟାଡର IAS…
Read More...

ICSE  ଦଶମ ଓ ISC ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପ୍ରକାଶ ପାଇଲା ରେଜଲ୍ଟ

ନୂଆଦିଲ୍ଲୀ : କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍ସଜାମିନେସନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଇଣ୍ଡିଆନ୍ ସାର୍ଟିଫିକେଟ୍ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (ICSE) ଦଶମ ଏବଂ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ (ISC) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି।…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ CCS ବୈଠକ

ନୂଆଦିଲ୍ଲୀ: ଆସନ୍ତାକାଲି ବସିବ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପ୍ରସଙ୍ଗରେ କିଛି ବଡ଼ ନିଷ୍ପତ୍ତି ନିଆଯାଇପାରେ।   ମୋଦିଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ…
Read More...