ଗଜପତି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବେଶ କଲା କୋରୋନା
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୮୦ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୧୨୭୯ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଆଜି ଆଉ ଦୁଇଟି ନୂଆ ଜିଲ୍ଲାକୁ ବ୍ୟାପିଛି କରୋନା । ନୂଆ ଜିଲ୍ଲା ନବରଙ୍ଗପୁର ଓ ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି…
Read More...
Read More...