୧୧ରେ ସବୁ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସର ବିକ୍ଷୋଭ
ଭୁବନେଶ୍ୱର : କରୋନା ମହାମାରୀ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଥିବାବେଳେ କେନ୍ଦ୍ର ସରକାର କ୍ରମାଗତ ତୈଳଦର ବୃଦ୍ଧି କରୁଛନ୍ତି। ଏହାର ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୧ ତାରିଖ ଦିନ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ଦଳ ପକ୍ଷରୁ ୪ଘଣ୍ଟିଆ ବିକ୍ଷୋଭ ଓ ଧାରଣା ଦିଆଯିବ ବୋଲି…
Read More...
Read More...