Browsing Tag

Nuapada Bye Election

ଶାସକ ଦଳକୁ ନବୀନ ଶାଣିତ ଟାର୍ଗେଟ, ପୁଣି ଉଠାଇଲେ ‘ବେଇମାନ’ କଥା

ନୂଆପଡ଼ା: ନୂଆପଡ଼ାରେ ଶାସକ ଦଳକୁ ଶାଣିତ ଟାର୍ଗେଟ କଲେ ନବୀନ । ପୁଣି 'ବେଇମାନ' କଥା ଉଠାଇ ଟାର୍ଗେଟ କଲେ ନବୀନ । ୩୦୦ ୟୁନିଟ୍ ମାଗଣା ବିଜୁଳି ଓ ୩୫୦୦ ଟଙ୍କାର ପେନସନ୍ ମିଳିଲା କି । ଚାଷୀଙ୍କୁ ୟୁରିଆ ସାର ଓ ଯୁବବର୍ଗଙ୍କୁ ଚାକିରି ମିଳିଲା କି'। ମିଶନ ଶକ୍ତି ମହିଳାଙ୍କୁ ଋଣ ମିଳିଲା କି,…
Read More...

ଦୁଇ ବରିଷ୍ଠ ନେତାଙ୍କୁ ନୂଆପଡ଼ା ଉପନିର୍ବାଚନ ଦାୟିତ୍ବ ଦେଲା ବିଜେପି

ଭୁବନେଶ୍ଵର: ଦୁଇ ବରିଷ୍ଠ ନେତାଙ୍କୁ ନୂଆପଡ଼ା ଉପନିର୍ବାଚନ ଦାୟିତ୍ବ ଦେଲା ବିଜେପି । ଉପମୁଖ୍ୟମନ୍ତ୍ରୀ କେଭି, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ଦାୟିତ୍ବ । ନିର୍ବାଚନ ପରିଚାଳନା କରିବାକୁ ଏହି ଦୁଇ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ନିର୍ବାଚନ ଶେଷ ପର୍ଯ୍ୟନ୍ତ ଏହି…
Read More...

ସମସ୍ତଙ୍କ ସହମତିରେ ମତେ ପ୍ରାର୍ଥୀ କଲେ: ସ୍ନେହାଙ୍ଗିନୀ

ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ନୁହେଁ । ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, ସମସ୍ତଙ୍କ ସହମତିରେ ମତେ ପ୍ରାର୍ଥୀ କଲେ ବୋଲି କହିଛନ୍ତି…
Read More...

ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ: ମୁଖ୍ୟମନ୍ତ୍ରୀ

ନୂଆପଡା: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି । ଏବେଠାରୁ ନୂଆପଡ଼ାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ ।…
Read More...

ସରଗରମ ନୂଆପଡା ମଇଦାନ, ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣଅ କଲା ବିଜେପି

ନୂଆପଡ଼ା: ନୂଆପଡା ମଇଦାନ ଏବେ ସରଗରମ । ନିଜ ନିଜ ଯୋଦ୍ଧାକୁ ଓହ୍ଲାଇ ସାରିଛନ୍ତି ୩ ଦଳ । ଏବେ ଲଢେଇ ଶେଷ ପ୍ରସ୍ତୁତିରେ । ତିନି ଦଳ ନିଜ ନିଜର ବିଜୟ ପାଇଁ ଅଙ୍କ କଷୁଥିବା ବେଳେ ବିଜେପି ଏକ ଶକ୍ତିଶାଳୀ ୪୦ ସଦସ୍ୟ ବିଶିଷ୍ଟ ଷ୍ଟାର ପ୍ରଚାରକ ତାଲିକା ସହିତ ନୂଆପଡା ଉପନିର୍ବାଚନ ପ୍ରଚାର…
Read More...

ବିଜେଡିକୁ ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ଜୟ ଢୋଲକିଆ

ନୂଆପଡ଼ା: ବିଜେଡିକୁ ଲାଗିଲା ଶକ୍ତ ଝଟକା । ବିଜେପିରେ ମିଶିଲେ ଜୟ ଢୋଲକିଆ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ସ୍ବର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡ଼ା…
Read More...

ବାଜିଲା ନିର୍ବାଚନ ବିଗୁଲ, ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ

ନୂଆପଡା: ବାଜିଲା ନିର୍ବାଚନ ବିଗୁଲ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଉପନିର୍ବାଚନ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ଅକ୍ଟୋବର ୨୦ ତାରିଖ ନାମାଙ୍କନ ଦାଖଲର ଶେଷ…
Read More...