ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ
ଭୁବନେଶ୍ଵର: ଶପଥ ନେଲେ ଜୟ ଢୋଲକିଆ। ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ। ଗୁରୁବାର ମଧ୍ୟାହ୍ନ ସମୟରେ ବାଚସ୍ପତି ସୁରମା ପାଢୀ ଜୟ ଢୋଲକିଆଙ୍କ ଶପଥ ପାଠ କରାଇଲେ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ ଶପଥ ।
୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର…
Read More...
Read More...