Browsing Tag

Nuapada

ବାଜିଲା ନିର୍ବାଚନ ବିଗୁଲ, ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ

ନୂଆପଡା: ବାଜିଲା ନିର୍ବାଚନ ବିଗୁଲ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଉପନିର୍ବାଚନ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ଅକ୍ଟୋବର ୨୦ ତାରିଖ ନାମାଙ୍କନ ଦାଖଲର ଶେଷ…
Read More...

ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ନୂଆପଡ଼ାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି…
Read More...

ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା

ନୂଆପଡ଼ା: ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା । ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସର ପ୍ରାର୍ଥୀ ହୋଇପାରନ୍ତି ଭେଟରାନ କଂଗ୍ରେସ ନେତା ଘାସିରାମ ମାଝୀ । ଏନେଇ ପରୋକ୍ଷରେ ସଂକେତ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତ ନିର୍ବାଚନରେ ସ୍ୱାଧୀନ…
Read More...

ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା, ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି । ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା ।…
Read More...

ଆରମ୍ଭ ହେଲା ନୂଆପଡା ଉପନିର୍ବାଚନ ପ୍ରସ୍ତୁତି, ଆସନ୍ତା ୧୫ରୁ ଏସଏସଆର

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି ! ଆସନ୍ତା…
Read More...

ଜମିବାଡିକୁ ନେଇ ବଚସାରୁ ବାପାକୁ ପିଟି ପିଟି ପୁଅ ନେଲା ଜୀବନ

ନୂଆପଡ଼ା-: ସାମାନ୍ୟ ବଚସାରୁ ଜଣେ ପୁଅ ନିଜ ଜନ୍ମକଲା ବାପାକୁ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଛି । ପୁଅର ଠେଙ୍ଗାମାଡ଼ରେ ଚାଲିଯାଇଛି ଜନ୍ମଦାତା ବାପାଙ୍କ ଜୀବନ । ଏଭଳି କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲ୍ଲା ବେଳଟୁକୁରି ଥାନା କୁରୁମୁଣ୍ଡା ଗାଁରେ । ମୃତକ ଜଣକ ୬୦ ବର୍ଷୀୟ…
Read More...

ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ

ନୂଆପଡ଼ା-: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌…
Read More...

ନୂଆପଡ଼ାର ୩ଟି ସ୍ଥାନର ବିକାଶ ତଥା ସୌନ୍ଦର୍ଯ୍ୟକରଣ ପାଇଁ ୧୫ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା : ନୂଆପଡ଼ା ଜିଲ୍ଲାର ୩ଟି ସ୍ଥାନର ବିକାଶ ତଥା ସୌନ୍ଦର୍ଯ୍ୟକରଣ ପାଇଁ ମିଳିଲା ୧୫ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନୁଦାନ ମଞ୍ଜୁର କରିଛନ୍ତି । କୋମନା ବ୍ଲକ ସୁନବେଡ଼ାରେ ଥିବା ମାଆ ସୁନାଦେଈଙ୍କ ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ଅଢ଼େଇ କୋଟି, ନୂଆପଡା ବ୍ଲକ…
Read More...

ନୂଆପଡ଼ାରେ ଟ୍ରମା କେୟାର୍ ସେଣ୍ଟର ପାଇଁ ୭୫.୭୦ କୋଟି ଟଙ୍କା ମଂଜୁର

ଭୁବନେଶ୍ୱର : ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର  ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଂଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ…
Read More...

ନିଲମ୍ବିତ ହେଲେ ନୂଆପଡା ତହସିଲଦାର

ନୂଆପଡା : ନୂଆପଡା ତହସିଲଦାର ନିଲମ୍ବିତ | ନୂଆପଡ଼ା ତହସିଲଦାର ଦେବେନ୍ଦ୍ର କୁମାର ରାଉତ, ଓଏଏସ୍‌-ଏ (ଜେବି)ଙ୍କ ବିରୁଦ୍ଧରେ ଆଗତ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଶେଷ ହୋଇଥିବାବେଳେ ତାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…
Read More...