Browsing Tag

OAS

ରାଜ୍ୟରେ ୧୩ ଆଇଏଏସ ଅଫିସରଙ୍କ ଅଦଳବଦଳ, ୨୦୨୨ କ୍ୟାଡରର ୫ ଅଧିକାରୀ ଉପଜିଲ୍ଲାପାଳ ନିଯୁକ୍ତ

ଭୁବନେଶ୍ଵର: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ପରିବର୍ତ୍ତନ କରିଛନ୍ତି। ମୋଟ ୧୩ ଜଣ ଆଇଏଏସ ଅଧିକାରୀଙ୍କୁ ବିଭିନ୍ନ ପଦବୀ ଓ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରୁ ୨୦୨୨ କ୍ୟାଡରର ୫ ଜଣ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ (Sub-Collector) ଭାବେ ନିଯୁକ୍ତ କରାଯାଇଛି। ଏନେଇ ସରକାରୀ…
Read More...

ପ୍ରିୟାଂଶୁ ପାଲ୍‌ ଓସିଏସ ଟପ୍ପର ହୋଇଥିବା ବେଳେ ଅନନ୍ୟା ମିଶ୍ର ଦ୍ଵିତୀୟ ସ୍ଥାନରେ

ଭୁବନେଶ୍ବର:- ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି । ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ପରୀକ୍ଷାରେ ପ୍ରିୟାଂଶୁ ପାଲ ଶୀର୍ଷ ସ୍ଥାନ ଦଖଲ କରିଥିବା ବେଳେ ପ୍ରଥମ ୧୦…
Read More...

ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର

ଭୁବନେଶ୍ୱର:- ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର । ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି ସୌରଭ । ମହିଳା ଥାନାରୁ ବାହାରିବା ପରେ ସେ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ମୋ ଛଡ଼ା ମୋ…
Read More...

ଗିରଫ ହେଲେ ଜଗା ପ୍ରଧାନ, ଆନ୍ଦୋଳନରୁ ଓହରିଲା OAS ସଂଘ

ଭୁବନେଶ୍ଵର: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ ମାରିବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିବା ଦାବିରେ ସମୁହ ଛୁଟିରେ ଯାଇଥିଲା ଓଏଏସ ସଂଘ । ମାତ୍ର ଗତକାଲି ବିଳମ୍ବିତ ରାତିରେ ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ…
Read More...

ରାଜ୍ୟ ସରକାର ବରିଷ୍ଠ ଓଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି

ଭୁବନେଶ୍ୱର-: ରାଜ୍ୟ ସରକାର ବରିଷ୍ଠ ଓଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି । ଶ୍ରୀମତୀ ଶ୍ୟାମଳୀ ମହାପାତ୍ର ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତି ଦିଆଯାଇଛି । ଶ୍ରୀ ହରିଶ ଚନ୍ଦ୍ର ନାୟକଙ୍କୁ ଭୁବନେଶ୍ୱରର ଅତିରିକ୍ତ ମିଶନ ନିର୍ଦ୍ଦେଶକ ଭାବରେ ସ୍ଥାନାନ୍ତର କରାଯାଇଛି। ଶ୍ରୀମତୀ…
Read More...

ରାଜ୍ୟରେ ବଦଳିଲେ ୨୯ ଓଏଏସ ଅଧିକାରୀ

ଭୁବନେଶ୍ୱର-: ରାଜ୍ୟରେ ବଡଧରଣର ଅଦଳ ବଦଳି । ବଦଳିଲେ ୨୯ ଓଏଏସ  ଅଧିକାରୀ । ୨୯ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ ରାଜସ୍ୱ ବିଭାଗୀୟ ସଚିବ । ଲିପ୍ସାଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱ । ବୀରସେନ ପ୍ରଧାନ…
Read More...

ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି

ଭୁବନେଶ୍ୱର-: ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ ଏମ୍ଏମ୍‌ ପୋଷଣର ରାଜ୍ୟ ନୋଡାଲ୍…
Read More...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଓଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ମୋଟ ୩୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଅନାମ ଚରଣ ପାତ୍ରଙ୍କୁ କଟକ ମହାନଗର ନିଗମର କମିଶନର କରାଯାଇଛି। ଏବେ ସେ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଅଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ କଟକ ମହାନଗର ନିଗମ…
Read More...

୨୯ ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କର ହୋଇଛି ବଦଳି

ଭୁବନେଶ୍ୱର: ଓଏଏସ ସ୍ତରରେ ବଡ ଧରଣର ଅଦଳବଦଳ । ୨୯ ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ (ଓଏଏସ୍) ଙ୍କର ହୋଇଛି ବଦଳି । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେପୁଟି କମିଶନର ରୋଶନ ଶତପଥୀଙ୍କୁ ଆଇନ ମନ୍ତ୍ରୀଙ୍କ ଅଫିସର ଅନ୍ ସ୍ପେଶାଲ୍ ଡ୍ୟୁଟି (ଓଏସ୍ଡି) ଭାବେ ବଦଳି କରାଯାଇଛି । ମହିଳା ଓ…
Read More...

ବରିଷ୍ଠ ଓଏଏସ୍ ସୂର୍ଯ୍ୟନାରାୟଣ ଦାସ ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର : ଗତ କାଲି ରାଜ୍ୟ ସରକାର ଓଏଏସ ସ୍ତରରେ ଅଦଳବଦଳ କରି ବରିଷ୍ଠ ଓଏଏସ୍‌‌ ସୂର୍ଯ୍ୟନାରାୟଣ ଦାସ ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ ଦେଇଛନ୍ତି । ସେହିପରି ନୟାଗଡ଼ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ସୁଚାରୁ କୁମାର ବଳଙ୍କୁ ଭକ୍ତ ଅତିରିକ୍ତ…
Read More...