Browsing Tag

Oath

ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ରାୟପୁର: ବିଷ୍ଣୁଦେଓ ସାଏ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ବୁଧବାର ରାୟପୁର ସାଇନ୍ସ କଲେଜ ପରିସରରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ବିଜେପି ବିଧାୟକ ଅରୁଣ ସାଓ ଓ ବିଜୟ…
Read More...

ଆସନ୍ତାକାଲି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ

ମଧ୍ୟପ୍ରଦେଶ :ଆସନ୍ତା କାଲି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ନେବେ ମୋହନ ଯାଦବ । ବିଜେପି ବିଧାୟକ ଦଳ ବୈଠକରେ ନେତା ଘୋଷଣା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…
Read More...

ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ

ହାଇଦ୍ରାବାଦ : ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ  ରେବାନ୍ତ ରେଡ୍ଡୀ । ଆଜି ହାଇଦ୍ରାବାଦରେ ରାଜ୍ୟପାଳ ଟି ସୌନ୍ଦରରାଜନ ରେବାନ୍ତଙ୍କୁ ଶପଥ ପାଠ କରାଇଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ କଂଗ୍ରେସର ବରିଷ୍ଠ ନେତା ସୋନିଆ…
Read More...

ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ

ତେଲେଙ୍ଗାନା : ଆଜି ଶପଥ ନେବେ ତେଲେଙ୍ଗାନା ନୂଆ ମୁଖ୍ୟମନ୍ତ୍ରୀ । ଆଉ କିଛି ସମୟ ପରେ କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ । ୫୬ ବର୍ଷୀୟ ରେଭନ୍ତ ରେଡ୍ଡୀଙ୍କ ଶପଥ ଗ୍ରହଣ ଉତ୍ସବ ୧.୦୪ ମିନିଟରେ ହାଇଦ୍ରାବାଦର ଲାଲବାହାଦୂର ଷ୍ଟାଡିୟମରେ ହେବାର କାର୍ଯ୍ୟକ୍ରମ…
Read More...

ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ । ତେବେ ୨୯ ତାରିଖରେ ରାଜଭବନରେ ପହଂଚିବେ ରଘୁବର ଦାସ । ଓଡିଶାର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ । ନିଷ୍ଠାର ସହ…
Read More...