ଲାଞ୍ଚ ନେଇ ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି
ରାୟଗଡ଼ା-: ଲାଞ୍ଚ ନେଇ ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ସିଡିପିଓ ଓ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସିଡିପିଓ ସୁଶୀଳା ଶବର ଓ କିରାଣୀ ରାମ ଚନ୍ଦ୍ର ପାତ୍ରଙ୍କୁ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଭିଜିଲାନ୍ସ କାବୁ କରିଥିବା…
Read More...
Read More...