ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଲାଗିବ ଏୟାର ପ୍ୟୁରିଫାୟର୍
ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଲାଗିବ ଏୟାର ପ୍ୟୁରିଫାୟର୍ । ବିଏମ୍ସି ପ୍ରାଥମିକ ଭାବେ ଏହି ଏୟାର ପ୍ୟୁରିଫାୟର୍ ଜୟଦେବ ବିହାର ଏବଂ ଏଜି ଛକରେ ଲଗାଇବ । ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ମେୟର କହିଛନ୍ତି ଯେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ କରାଯାଇଛି…
Read More...
Read More...