Browsing Tag

odisha assembly

ନିଲମ୍ବନ ପରେ ବଦଳିଲା ବିଧାନସଭା ସିଟ୍‌, ତେଜିଲା ରାଜନୀତି

ଭୁବନେଶ୍ୱର: ବିଜେଡିରୁ ନିଲମ୍ବନ ପରେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡଙ୍କ ବିଧାନସଭାରେ ବସିବା ସିଟ୍‌ ପରିବର୍ତ୍ତନ ହୋଇଛି। ଦୁହେଁଙ୍କ ସିଟ୍‌ ନମ୍ବର ନୂଆକରି ନିର୍ଦ୍ଧାରଣ କରାଯାଇଛି।ଅରବିନ୍ଦ ମହାପାତ୍ରଙ୍କ ପୂର୍ବତନ ସିଟ୍‌ ନମ୍ବର G19 ଥିଲା, ଯାହାକି ଏବେ F19…
Read More...

ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ…

ଭୁବନେଶ୍ୱର: ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ବାକ୍ ଯୁଦ୍ଧରେ କମ୍ପିଲା ଗୃହ। ଆଜି ବିଧାନସଭା…
Read More...

ଗୃହରେ ପାଣ୍ଡିଆନ ଝଡ: ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ

ଭୁବନେଶ୍ଵର: ଗୃହରେ ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ । ପାଣ୍ଡିଆନଙ୍କ ସମୟରେ ବିଜେଡି ବିଧାୟକମାନେ କାଗଜ ବାଘ ଥିଲେ । ରାଜା ଭାଇଙ୍କୁ ଆହ୍ୱାନ, ନବୀନଙ୍କୁ ନେଇ ଗୋଟିଏ ବହି ଲେଖାଯାଉ ।…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ

President Droupadi Murmu: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ୨୦ ତାରିଖରେ ଝାରସୁଗୁଡ଼ା ଦେଇ ଛତିଶଗଡ଼ ଯିବେ ରାଷ୍ଟ୍ରପତି । ୨୭ରେ ବିଧାନସଭାକୁ ସମ୍ବୋଧିତ…
Read More...

ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ରଘୁବର ଦାସ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଣ ପାଇଛି । ବିଧାନସଭା ଭଙ୍ଗ ନେଇ ସୋମବାର ରାଜ୍ୟଳ କ୍ୟାବିନେଟ ସୁପାରିଶ କରିଥିଲେ । ସୂଚନା ଅନୁଯାୟୀ, ଅଜି ବିଜେଡି ସରକାରର ପଞ୍ଚମ ପାଳିର ଶେଷ…
Read More...

ରାଜ୍ୟର ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ବ୍ୟକ୍ତିଗତ ସୁରକ୍ଷା ପାଇଁ କେତେ ପୁଲିସ ଅଧିକାରୀ ମୁତୟନ ଅଛନ୍ତି?: ବିଧାୟକ…

ଭୁବନେଶ୍ୱର : ରାଜ୍ୟର ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ବ୍ୟକ୍ତିଗତ ସୁରକ୍ଷା ପାଇଁ କେତେ ପୁଲିସ ଅଧିକାରୀ ମୁତୟନ ଅଛନ୍ତି? ସେମାନଙ୍କୁ କିପରି ଚୟନ କରାଯାଏ? ସେମାନଙ୍କ କର୍ତ୍ତବ୍ୟପରାୟଣ ସମ୍ପର୍କରେ ସମ୍ପୃକ୍ତ ଲୋକ ପ୍ରତିନିଧିଙ୍କ ଠାରୁ ଗୁପ୍ତ ଚରିତ୍ର ପଞ୍ଜିକା ଗ୍ରହଣ କରାଯାଏ କି? ଏନେଇ…
Read More...

ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର: ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ ପରେ ଶ୍ରଦ୍ଧାଞ୍ଚଳି ଜ୍ଞାପନ କରିଥିଲେ । ଶ୍ରଦ୍ଧାଞ୍ଜଳି ପରେ ଅପରାହ୍ନ ୫ ଟା ଯାଏ ଗୃହ ମୁଲତବି…
Read More...

ସାମ୍ନାକୁ ଆସିଲା ସମ୍ବେଦନଶୀଳ ସତ: ୩୯୩ ଜଣ ଶିଶୁ ରାସ୍ତା କଡରେ ବିତାଉଛନ୍ତି ଜୀବନ

ଭୁବନେଶ୍ୱର: ବିଧାନସଭାରେ ସାମ୍ନାକୁ ଆସିଲା ସମ୍ବେଦନଶୀଳ ସତ । ରାଜ୍ୟରେ ୩୯୩ ଜଣ ଶିଶୁ ରାସ୍ତା କଡରେ ବିତାଉଛନ୍ତି ଜୀବନ । ବିଧାନସଭାରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଏହି ମତ ରଖିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍ । ୩୯୩ ଜଣ…
Read More...

ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ମାଡ଼ ମାରିବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌ ପରେ ଘଟଣାରେ ବଡ଼ ନିର୍ଦ୍ଦେଶ ଦିଆଯାଇଛି। ବିଧାନସଭାରେ ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସୂଚନା । କ୍ରାଇମବ୍ରାଞ୍ଚ ଆଇଜି କରିବେ ଘଟଣାର…
Read More...

ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶାରେ ଆସି ପହଞ୍ଚିଲା ବାଲାଟ୍ ବକ୍ସ: ୧୮ରେ ଭୋଟ ଗ୍ରହଣ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶାରେ ଆସି ପହଞ୍ଚିଲା ବାଲାଟ୍ ବକ୍ସ ଓ ନିର୍ବାଚନ ସମ୍ପର୍କିତ ସମସ୍ତ ସାମଗ୍ରୀ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସମସ୍ତ ସାମଗ୍ରୀକୁ କଡା ସୁରକ୍ଷା ବଳୟ ମଧ୍ୟରେ ବିଧାନସଭା ପରିସରରେ ଥିବା ଷ୍ଟ୍ରଂଗରୁମକୁ ନିଆଯାଇଛି । ବିଧାନସଭାର ପ୍ରଥମ ମହଲା…
Read More...