ଓଡ଼ିଶାରେ ଆନ୍ତର୍ଜାତିକ ବୌଦ୍ଧ ସମ୍ମିଳନୀ ଅନୁଷ୍ଠିତ
ଓଡ଼ିଶାରେ ଆୟୋଜିତ ହୋଇଛି ଆନ୍ତର୍ଜାତିକ ବୌଦ୍ଧ ସମ୍ମିଳନୀ। ଗୁରୁ ପଦ୍ମସମ୍ଭବଙ୍କ ଜୀବନୀ, ଆଦର୍ଶକୁ ଆଧାର କରି ଅନୁଷ୍ଠିତ ହୋଇଥିବା ଏହି ସମ୍ମିଳନୀ ଜାନୁଆରୀ ୧୨ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ ଇଣ୍ଟରନ୍ୟାସନାଲ ଅନୁଷ୍ଠାନ ତରଫରୁ ଆୟୋଜନ କରାଯାଇଥିଲା।…
Read More...
Read More...