Browsing Tag

Odisha Government

ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ…

ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିବେ ନିଯୁକ୍ତି ପତ୍ର । ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦିଆଯିବ । କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ…
Read More...

ଛାତ୍ରୀଛାତ୍ରଙ୍କୁ ମିଳିବ ୧୧ ଦିନ ମଧ୍ୟାନ୍ନ ଭୋଜନର ଚାଉଳ ସହ ରନ୍ଧା ବାବଦକୁ ଟଙ୍କା

ଭୁବନେଶ୍ୱର:- ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କାରଣରୁ ମେ ୫ ପରିବର୍ତ୍ତେ ୨୩ ଏପ୍ରିଲରୁ ସ୍କୁଲ ବନ୍ଦ ରଖାଯାଇଥିଲା । ଏହି ସମୟ ମଧ୍ୟରେ ୧୧ ଦିନ ମଧ୍ୟାନ୍ନ ଭୋଜନ ଦିଆଯାଇ ନଥିଲା । ସେନେଇ ଏବେ ରାଜ୍ୟର ସମସ୍ତ ଶିଶୁ (ବାଲ୍‌) ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ…
Read More...

ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ୱର:- ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି । ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ…
Read More...

ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର:- ସରକରାଙ୍କ ନିୟମ ଅନୁଯାୟୀ ଯେଉଁମାନେ କାର୍ଯ୍ୟ କରୁନାହାଁନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ।  ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ…
Read More...

ବନ୍ଦ କରିଥିଲା ବିଜେଡି ସରକାର ତାଲା ଖୋଲିଲେ ବିଜେପି ସରକାର

ଭୁବନେଶ୍ୱର:- ରାଜ୍ୟରେ ମିଶ୍ରଣ ପରେ ରାଜ୍ୟ ସରକାର ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ୪୬ଟିର ତାଲା ଖୋଲିଛନ୍ତି। ଆଉ ୪ଟି ସ୍କୁଲ ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବ ସରକାରଙ୍କ ସମୟରେ ଛାତ୍ରୀଛାତ୍ରଙ୍କ କମ୍‌ ଉପସ୍ଥାନ ଥିବା…
Read More...

ଓଡ଼ିଶାରେ ବଙ୍ଗାଳୀ ଶ୍ରମିକଙ୍କୁ ଅଟକ ରଖାଯିବା ପ୍ରସଙ୍ଗରେ କଲିକତା ହାଇକୋର୍ଟ ଓଡ଼ିଶା ସରକାରଙ୍କୁ ଜବାବ ମାଗିଛନ୍ତି

କୋଲକାତା-: ଓଡ଼ିଶାରେ ବଙ୍ଗାଳୀ ଶ୍ରମିକଙ୍କୁ ଅଟକ ରଖାଯିବା ପ୍ରସଙ୍ଗରେ କଲିକତା ହାଇକୋର୍ଟ ଓଡ଼ିଶା ସରକାରଙ୍କୁ ଜବାବ ମାଗିଛନ୍ତି। ଶ୍ରମିକମାନଙ୍କ ମୁକ୍ତି ସୁନିଶ୍ଚିତ କରିବା କରିବା ପାଇଁ ଓଡ଼ିଶାର ଅଧିକାରୀମାନଙ୍କୁ ଯୋଗାଯୋଗ କରିବା ଲାଗି ଜଣେ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରିବାକୁ…
Read More...

ଓଡିଶା ସରକାରଙ୍କୁ ମହୁଆ ଧମକାଇଲେ ବେଙ୍ଗଲି ସାଂସଦ ମହୁଆ ମୈତ୍ର !

ଭୁବନେଶ୍ୱର-: ଓଡିଶା ସରକାରଙ୍କୁ ମହୁଆ ଧମକାଇଲେ ବେଙ୍ଗଲି ସାଂସଦ ମହୁଆ ମୈତ୍ର । ଝାରସୁଗୁଡାରେ ଅଟକ ୪୨୧ ଶ୍ରମିକଙ୍କ ଘଟଣାରେ ଭିଡିଓ ବାର୍ତ୍ତାରେ ଧମକାଇଲେ । କହିଲେ, ଏମାନଙ୍କ ଭିତରେ ମୋ ନିର୍ବାଚନ ମଣ୍ଡଳୀର ୨୩ ଶ୍ରମିକ ଅଛନ୍ତି । ମୋ ନିର୍ୱାଚନ ମଣ୍ଡଳୀର ୨୩ ଶ୍ରମିକଙ୍କ ସହ ୪୨୧ ବେଙ୍ଗଲି…
Read More...

ଉଚ୍ଚଶିକ୍ଷା ବିଭାଗର କଠୋର ନିଷ୍ପତ୍ତି, ପିଲା କମ ଥିଲେ କଲେଜରେ ପଡିବ ତାଲା

ଭୁବନେଶ୍ୱର-: ଶିକ୍ଷା କ୍ଷେତ୍ରରେ ଉଚ୍ଚଶିକ୍ଷା ବିଭାଗର କଠୋର ନିଷ୍ପତ୍ତି । ଭଲ ପ୍ରଦର୍ଶନ କରୁନଥିବା ଅବା ପିଲା ନ ହେଉଥିବା କଲେଜରେ ପଡିବ ତାଲା । ସବୁ ବିଶ୍ୱ ବିଦ୍ୟାଳୟକୁ ଚିଠି ଲେଖିଲା ଉଚ୍ଚଶିକ୍ଷା ବିଭାଗ । ୩ ରୁ ୪ ଟି ଶିକ୍ଷାବର୍ଷରେ ସିଟ ଖାଲି ପଡିଲେ ମଧ୍ୟ ସଂପୃକ୍ତ କଲେଜ ବନ୍ଦ ହେବ…
Read More...

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସରକାରଙ୍କୁ ମହଲତ ଦେଇଛି ଓଏଏସ୍‌ ସଂଘ

ଭୁବନେଶ୍ୱର-: ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗତକାଲି ରାତି ୧୧ଟାରେ ପ୍ରାୟ ଏକ ଘଣ୍ଟା ଧରି ସଂଘର ସଦସ୍ୟମାନଙ୍କୁ ଭେଟିଥିଲେ, ଯେଉଁଥିରେ ସିଏସ୍, ଡିଜିପି, ସିପି ଏବଂ ଏଜି ଉପସ୍ଥିତ ଥିଲେ ଏବଂ ସେ ଆଶ୍ୱାସନା ଦେଇଥିଲେ ଯେ ଅପରାଧୀ ଏବଂ ଆକ୍ରମଣ…
Read More...

ଓଡ଼ିଶା ପ୍ରଶାସନିକ ସେବା ସ୍ତରରେ ଅଦଳବଦଳ କରିଛନ୍ତି ସରକାର

ଭୁବନେଶ୍ୱର-: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ସ୍ତରରେ ଅଦଳବଦଳ କରିଛନ୍ତି ସରକାର । ୧୪ଜଣ ଅଧିକାରୀଙ୍କ ବଦଳି କରାଯାଇଥିବା ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜସ୍ୱ ବୋର୍ଡ କୋର୍ଟ ଅଫିସର ଏନ୍‌ଏନ୍‌ ରାଜଲକ୍ଷ୍ମୀ ଓଝାଙ୍କୁ କଟକ ଟାଙ୍ଗୀ…
Read More...