Browsing Tag

Odisha Government

ସରିଲା ପ୍ରାଥମିକ ଶିକ୍ଷକ ସଙ୍ଘ ଏବଂ ସରକାରଙ୍କ ବୈଠକ

ଭୁବନେଶ୍ୱର : ସରିଲା ପ୍ରାଥମିକ ଶିକ୍ଷକ ସଙ୍ଘ ଏବଂ ସରକାରଙ୍କ ବୈଠକ | ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ | ଏଥିରେ ଉନୟନ କମିଶନର, ଅର୍ଥ ବିଭାଗ ସଚିବ ଏବଂ ଗଣଶିକ୍ଷା ବିଭାଗ ସଚିବ ରହିବେ | ଏହି କମିଟି ଆସନ୍ତା 16 ତାରିଖରୁ 20 ତାରିଖ ମଧ୍ୟରେ ଶିକ୍ଷକଙ୍କ ଦାବି…
Read More...

ରାଜ୍ୟ ସରକାରଙ୍କ ଘୋଷଣା : ଆସନ୍ତା କାଲି ଚାଷୀଙ୍କ ଖାତାକୁ ଯିବ କାଳିଆ ଯୋଜନା ଟଙ୍କା

ଭୁବନେଶ୍ୱର : କୃଷକଙ୍କ ଜୀବିକା ଓ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ଏଥିରେ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା କାଳିଆ ଯୋଜନା ଟଙ୍କା ସିଧାସଳଖ ଚାଷୀଙ୍କ ଖାତାକୁ ଆସିବ ବୋଲି କୁହାଯାଇଛି । ଆସନ୍ତା କାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଉପକୃତ କରାଇବେ ରାଜ୍ୟ ସରକାର ।…
Read More...

ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କୁ ରାଜ୍ୟ ସରକାରଙ୍କ ଛାଟ: ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କୁ ରାଜ୍ୟ ସରକାରଙ୍କ ଛାଟ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା…
Read More...

ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ପରୀକ୍ଷା ବନ୍ଦ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆସନ୍ତା ମାର୍ଚ୍ଚ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ +୩ ଓ ବିଶ୍ଵବିଦ୍ୟାଳୟ ପରୀକ୍ଷା ବନ୍ଦ । କଲେଜମାନଙ୍କରେ ପୋଲିଂ ବୁଥ ବ୍ୟବସ୍ଥା ହୋଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି ।ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ…
Read More...

୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଜି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ପୋଲିସ ଡିଏସପି, ଜଣେ ଓଏଏସ, ଜଣେ ଇନ୍ସପେକ୍ଟର ଓ ଦୁଇ ଜଣ ମ୍ୟୁନିସିପାଲଟି…
Read More...

ପୌର ନିର୍ବାଚନ କଥା ଭୁଲିଗଲେ କି ସରକାର ?

(ପ୍ରମିତ ପ୍ରମଥେଶ) ଭୁବନେଶ୍ୱର: ରାଜ୍ୟରେ ଏଯାଏଁ ହୋଇନାହିଁ ପୌର ନିର୍ବାଚନ। ୨୦୧୮ରେ ହେବାକୁ ଥିବା ପୌର ପରିଷଦ ନିର୍ବାଚନ ଦିନକୁ ଦିନ ବିଳମ୍ବ ହେବାରେ ଲାଗିଛି। ପ୍ରଥମେ ଲାଗିଲା ୨୦୧୯ ସାଧାରଣ ନିର୍ବାଚନ ପାଇଁ ବୋଧେ ଆମ ସରକାର ପୌର ନିର୍ବାଚନକୁ ଅଣଦେଖା କରୁଛନ୍ତି। କିନ୍ତୁ ସାଧାରଣ…
Read More...