ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ମାଟିରୁ ଗୁଣାତ୍ମକ ଶିକ୍ଷାର ଭିତ୍ତି ପ୍ରସ୍ତର ସ୍ଥାପନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ସ୍ଥାପନ କରିଛନ୍ତି । ବାଣପୁରରୁ ପ୍ରାୟ ୩୦ ଜିଲ୍ଲାର ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ପଡ଼ିଛି । ପ୍ରଥମ…
Read More...
Read More...