ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ: ଏଡିଜି ଆର୍.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର: ବଦଳିଛନ୍ତି ଗୁଇନ୍ଦା ନିର୍ଦ୍ଦେଶକ । ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ଆଇପିଏସ ଲଳିତ ଦାସଙ୍କ ବଦଳି ।ରାଜ୍ୟ ସରକାର ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ସୋମବାର ବଦଳାଇ ଦେଇଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍ଡି ଦାୟିତ୍ୱ ଦିଆଯାଇଛି। ତାଙ୍କ ସ୍ଥାନରେ ଏଡିଜି…
Read More...
Read More...