ଆସିଲା ଓଡ଼ିଶା ଭେଇକିଲ୍ ପଲିସି-୨୦୨୫ ପାଇଁ ଚିଠା ପ୍ରସ୍ତାବ, ୨୦୩୦ ଡିସେମ୍ବର ୩୧ ପର୍ଯ୍ୟନ୍ତ ରହିବ ବଳବତ୍ତର
ଭୁବନେଶ୍ଵର: ଓଡ଼ିଶା ଭେଇକିଲ୍ ପଲିସି-୨୦୨୫ ପାଇଁ ଆସିଲା ଚିଠା ପ୍ରସ୍ତାବ । ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆସିଲା ଚିଠା ପ୍ରସ୍ତାବ । ୨୦୨୧ ଇଭି ପଲିସି ଅନୁସାରେ ୪ ବର୍ଷରେ ୨୦% ଇଭି ଲକ୍ଷ୍ୟ ଧାର୍ଯ୍ୟ ଥିଲା । ସରକାରୀ ପ୍ରୋତ୍ସାହନ ସତ୍ତ୍ବେ ମାତ୍ର ୯% ଇଭି ଗାଡ଼ି ରାସ୍ତାରେ ଗଡ଼ିଛି…
Read More...
Read More...