Browsing Tag

Odisha Vigilance Raid

ଭିଜିଲାନ୍ସ ଜାଲରେ ଫସିଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ…

କେନ୍ଦ୍ରାପଡା:- ଭିଜିଲାନ୍ସ ଜାଲରେ ଫସିଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଧୀରେନ୍ଦ୍ର ମହାନ୍ତି । ଆଜି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି । ମହୁ ସମବାୟ ସମିତିରୁ ଖରିଫ୍‌ ଋଣ କରାଇଦେବା ପାଇଁ ଜଣେ…
Read More...

୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ। କେନ୍ଦୁଝର ଜିଲ୍ଲା ଭୂ-ବନ୍ଦୋବସ୍ତ କାର୍ଯ୍ୟାଳୟର…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ

ଭୁବନେଶ୍ୱର:- ଭିଜିଲାନ୍ସ ଜାଲରେ ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ଭୁବନେଶ୍ୱରର ୪ଟି ଘର, ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି ।…
Read More...

ବୌଦ୍ଧ ଜିଲ୍ଲା ଏମଭିଆଇ ଗୋଲାପ ଚନ୍ଦ୍ର ହାସଁଦାଙ୍କ ଘରେ ଭିଜିଲାନ୍ସ ରେଡ୍

ବ୍ୟୁରୋ:- ଗତ କିଛି ଦିନ ହେବ ଓଡ଼ିଶା ଭିଜିଲାନ୍ସ ପୂରା ଆକ୍ଟିଭ ମୋଡରେ ରହିଛି । ଜଣଙ୍କ ପରେ ଜଣେ ଦୁର୍ନୀତିଗ୍ରସ୍ତ ବାବୁଙ୍କ ଘରେ ଚଢ଼ାଉ କରି ସମ୍ପତ୍ତି ଜବତ ସହ ତାଙ୍କୁ ବାନ୍ଧୁଛି । ତେବେ ଭିଜିଲାନ୍ସ ଜାଲରେ ଆଉ ଏକ ବଡ଼ ମାଛ ଫସିଥିବା ସୂଚନ ମିଳିଛି  । ଭିଜିଲାନ୍ସ ଜାଲରେ ପଡିଛନ୍ତି ବୌଦ୍ଧ…
Read More...

ଭୁବନେଶ୍ଵର ଆର ଆଣ୍ଡ୍‌ ବି ଡିଭିଜନ୍-୩ ର ସହକାରୀ ଯନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ କରୁଛି ରେଡ୍

ଭୁବନେଶ୍ଵର:- ଭିଜିଲାନ୍ସ ଜାଲରେ ପୁଣି ଜଣେ ସହକାରୀ ଯନ୍ତ୍ରୀ । ଭୁବନେଶ୍ଵର ଆର ଆଣ୍ଡ୍‌ ବି ଡିଭିଜନ୍-୩ ର ସହକାରୀ ଯନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ କରୁଛି ରେଡ୍ । ମିଳିତ ମାଲିକାନା ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିବାରୁ ଭିଜିଲାନ୍ସ ବିଭାଗ ଆଜି ଅଶୋକଙ୍କ ଘରେ…
Read More...

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଲାଞ୍ଚୁଆ ଅଧିକାରୀ । କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ…
Read More...