Browsing Tag

Odisha Vigilance Raid

୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ପାଟଣା ତହସିଲ JRAଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଶୁକ୍ରବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ କେନ୍ଦୁଝର ଜିଲ୍ଲାର ପାଟଣା ତହସିଲର ଜଣେ କନିଷ୍ଠ ରାଜସ୍ୱ ସହାୟକ (JRA)ଙ୍କୁ ଗିରଫ କରିଛନ୍ତି। ଯେତେବେଳେ ସେ ଏକ ଜମି ମ୍ୟୁଟେସନ ଫାଇଲ୍ ପ୍ରକ୍ରିୟାକରଣ ଏବଂ ଅଧିକାର ରେକର୍ଡ (RoR) ଜାରି କରିବା ପାଇଁ ୬୦୦୦ ଟଙ୍କା ଲାଞ୍ଚ ନେଉଥିଲେ।…
Read More...

ଭିଜିଲାନ୍ସ ଜାଲରେ ବଡ଼ ମାଛ, ଭଞ୍ଜ କିଶୋର ବେହେରା ଗିରଫ ପରେ ଚାଲିଛି ଘନାଘନ ରେଡ୍

ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ତିର୍ତ୍ତୋଲ ବ୍ଲକର ପୂର୍ବତନ ସ୍ୱତନ୍ତ୍ର ରାଜସ୍ୱ ସହାୟକ (SRA) ଭଞ୍ଜ କିଶୋର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍। ତାଙ୍କର ଛଅଟି ଠିକଣାରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଏକକାଳୀନ ରେଡ୍ ଚଳାଇଛନ୍ତି । ୩ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସରକାରୀ…
Read More...

ଏରିୟର କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ

ଗଞ୍ଜାମ:- ଭିଜିଲାନ୍ସ ଜାଲରେ କାର୍ଯ୍ୟ ନିର୍ବାହୀ ଅଧିକାରୀ । ଏରିୟର କରାଇ ଦେବାକୁ ଲାଞ୍ଚ  ନେଉଥିବା ବେଳେ ଧରାପଡିଗଲେ ଭିଜିଲାନ୍ସ ହାତରେ । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ମୁତାବକ…
Read More...

ଭିଜିଲାନ୍ସ ଜାଲରେ ଫସିଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ…

କେନ୍ଦ୍ରାପଡା:- ଭିଜିଲାନ୍ସ ଜାଲରେ ଫସିଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ୍‌ ମହୁ ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଧୀରେନ୍ଦ୍ର ମହାନ୍ତି । ଆଜି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି । ମହୁ ସମବାୟ ସମିତିରୁ ଖରିଫ୍‌ ଋଣ କରାଇଦେବା ପାଇଁ ଜଣେ…
Read More...

୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ। କେନ୍ଦୁଝର ଜିଲ୍ଲା ଭୂ-ବନ୍ଦୋବସ୍ତ କାର୍ଯ୍ୟାଳୟର…
Read More...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ

ଭୁବନେଶ୍ୱର:- ଭିଜିଲାନ୍ସ ଜାଲରେ ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଇଣ୍ଟିଫିକ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ଭୁବନେଶ୍ୱରର ୪ଟି ଘର, ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି ।…
Read More...

ବୌଦ୍ଧ ଜିଲ୍ଲା ଏମଭିଆଇ ଗୋଲାପ ଚନ୍ଦ୍ର ହାସଁଦାଙ୍କ ଘରେ ଭିଜିଲାନ୍ସ ରେଡ୍

ବ୍ୟୁରୋ:- ଗତ କିଛି ଦିନ ହେବ ଓଡ଼ିଶା ଭିଜିଲାନ୍ସ ପୂରା ଆକ୍ଟିଭ ମୋଡରେ ରହିଛି । ଜଣଙ୍କ ପରେ ଜଣେ ଦୁର୍ନୀତିଗ୍ରସ୍ତ ବାବୁଙ୍କ ଘରେ ଚଢ଼ାଉ କରି ସମ୍ପତ୍ତି ଜବତ ସହ ତାଙ୍କୁ ବାନ୍ଧୁଛି । ତେବେ ଭିଜିଲାନ୍ସ ଜାଲରେ ଆଉ ଏକ ବଡ଼ ମାଛ ଫସିଥିବା ସୂଚନ ମିଳିଛି  । ଭିଜିଲାନ୍ସ ଜାଲରେ ପଡିଛନ୍ତି ବୌଦ୍ଧ…
Read More...

ଭୁବନେଶ୍ଵର ଆର ଆଣ୍ଡ୍‌ ବି ଡିଭିଜନ୍-୩ ର ସହକାରୀ ଯନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ କରୁଛି ରେଡ୍

ଭୁବନେଶ୍ଵର:- ଭିଜିଲାନ୍ସ ଜାଲରେ ପୁଣି ଜଣେ ସହକାରୀ ଯନ୍ତ୍ରୀ । ଭୁବନେଶ୍ଵର ଆର ଆଣ୍ଡ୍‌ ବି ଡିଭିଜନ୍-୩ ର ସହକାରୀ ଯନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ କରୁଛି ରେଡ୍ । ମିଳିତ ମାଲିକାନା ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିବାରୁ ଭିଜିଲାନ୍ସ ବିଭାଗ ଆଜି ଅଶୋକଙ୍କ ଘରେ…
Read More...

ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ଆଉ ଜଣେ ଲାଞ୍ଚୁଆ ଅଧିକାରୀ । କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ…
Read More...