ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି
ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି । ହଠାତ୍ ଘୋଟିଆସିଲା କଳାହାଣ୍ଡିଆ ମେଘ । ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ । କେଇ ମିନିଟ୍ରେ କାଳବୈଶାଖୀ ଛାରଖାର କରିଦେଲା ଜନତା ମଇଦାନକୁ । କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି। ଅନ୍ତର୍ଜାତୀୟ ଟ୍ରେଡ଼୍…
Read More...
Read More...