ବାତ୍ୟା ସମୟରେ ହେବାକୁ ଥିବା ଲୋକାଲ ପରୀକ୍ଷା ସବୁ ବାତିଲ
ଭୁବନେଶ୍ୱର: ମାଡି ଆସୁଛି ବାତ୍ୟା ‘ଦାନା’ । ତେଣୁ ବାତ୍ୟା ସମୟରେ ହେବାକୁ ଥିବା ଲୋକାଲ ପରୀକ୍ଷା ସବୁ ବାତିଲ କରାଯାଇଛି ।ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।
ମନ୍ତ୍ରୀ କହିଛନ୍ତି , ବାତ୍ୟାକୁ ନେଇ ପ୍ରତ୍ୟେକ ଜିଲ୍ଲା ପ୍ରଶାସନ ସହ ସମ୍ପର୍କରେ ଅଛନ୍ତି ସରକାର । ୨୫୦…
Read More...
Read More...