Browsing Tag

Odisha

ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ବର: ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ। ‘ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ସୁଭଦ୍ରା’ ସମ୍ପର୍କିତ ସମସ୍ତ ସୂଚନା ଏହି ପୋର୍ଟାଲରେ ଉପଲବ୍ଧ ହେବ। subhadra.odisha.gov.inରେ ସମସ୍ତ ସୂଚନା ରହିବ। ସାଧାରଣ ନାଗରିକ ଏଥିରୁ ସଠିକ୍ ତଥ୍ୟ…
Read More...

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ: ଇଞ୍ଜିନରୁ ଖସି ଗଲା ୧୭ଟି ବଗି

ପାରାଦୀପ : ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । ପାରାଦୀପ ବାଉରିଆପାଳନ୍ଦାରେ ଏକ ମାଲବାହୀ ଟ୍ରେନ ଇଞ୍ଜିନରୁ ୧୭ଟି ବଗି ଖସି ଯାଇଥିଲା । ଫଳରେ ଗୋଟିଏ ବଗି ଓଲଟି ପଡିଥିବା ବେଳେ ଗୋଟିଏ ଅଧା ଅଣେଇ ହୋଇ ରହି ଥିବାବେଳେ ଟ୍ରାକରୁ ଆଉ ୪ଟି ବଗି ବାହାରି ଯାଇଥିଲା । ତେବେ ପାରାଦ୍ଵୀପ ବନ୍ଦର…
Read More...

ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ କୁ ବନ୍ଦ କରି ଦିଆଯାଇଛି

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ସବୁ ଗେଟ୍ । ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ…
Read More...

ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ବାଂଲାଦେଶ ଅନୁପ୍ରବେଶକାରୀ ଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ସମସ୍ତ ଜିଲ୍ଲାପାଳ ଓ ଏସ୍ପି ଙ୍କୁ ବାଂଲାଦେଶ ଅନୁପ୍ରବେଶକାରୀ ମାନଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ପାଇଁ ତହସିଲ,ବ୍ଲକ, ଥାନା ସ୍ତରରେ କମିଟି ଗଠନ ଗରିବା ପାଇଁ ମଧ୍ୟ ନିର୍ଦ୍ଦେଶ…
Read More...

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ହାଇଛ ୧୦୦ ଟି ହତ୍ୟା

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ୧୦୦ ଟି ହତ୍ୟା ଘଟଣା ଘଟିଛି। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରା ଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି । ମୋଟ୍ ୧୦୦ ଗୋଟି ମାମଲା ମଧ୍ୟରୁ…
Read More...

ବିଚାରାଧୀନ କଏଦୀଙ୍କୁ ନିର୍ଦ୍ଧୁମ ଛେଚିଲେ ଗ୍ୟାଙ୍ଗଷ୍ଟାର ହାଇଦରର ପୁଅ ମୁନା ଓ ତାଙ୍କ ଗ୍ୟାଙ୍ଗ

ଭୁବନେଶ୍ୱର:  ଜେଲ ଭିତରେ ଗ୍ୟାଙ୍ଗଷ୍ଟାର ପୁଅର ଦାଦାଗିରି।    ଜେଲରେ ଭିତିରି କଥା DLSA କୁ ସୂଚନା ଦେବା ପରେ ଦାଦାଗିରି । ବିଚାରାଧୀନ କଏଦୀଙ୍କୁ ନିର୍ଦ୍ଧୁମ ଛେଚିଲେ ଗ୍ୟାଙ୍ଗଷ୍ଟାର ହାଇଦର ର ପୁଅ ମୁନା ଓ ତାଙ୍କ ଗ୍ୟାଙ୍ଗ ।ବିଚାରାଧୀନ କଏଦୀ ସୌମ୍ୟକାନ୍ତ ମହାନ୍ତି ଙ୍କ ମୁଣ୍ଡ ଫାଟିବା…
Read More...

କୋଲକାତା ଆଲିପୁର ଚିଡିଆଖାନାରୁ ନନ୍ଦନକାନନକୁ ଆସିଛନ୍ତି ଦୁଇ ଜିରାଫ

ଭୁବନେଶ୍ୱର: ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଦୀର୍ଘ ବର୍ଷ ଧରି ଏକୁଟିଆ ଥିବା ଖୁସିକୁ ମିଳିଲା ସାଥୀ । କୋଲକାତା ଆଲିପୁର ଚିଡିଆ ଖାନାରୁ ନନ୍ଦନକାନନକୁ ଆସିଛନ୍ତି ଦୁଇ ଜିରାଫ । ଦୁହିଁଙ୍କୁ ଆଣିବାକୁ ଗୋଟେ ସ୍ୱତନ୍ତ୍ର ଦଳ ଓଡିଶାରୁ ଯାଇଥିଲେ । ସେମାନେ ୩୧ ଅଗଷ୍ଟରେ ଅଲିପୁରରୁ ବାହାରି…
Read More...

ଚନ୍ଦକାରେ ଚିକିତ୍ସାଧୀନ ଅବସ୍ଥାରେ ହାତୀ ଛୁଆର ମୃତ୍ୟୁ

ଭୁବନେଶ୍ୱର: ଚନ୍ଦକା ଗୋଡିବାର ଜଙ୍ଗଲରେ ଛୁଆ ହାତୀର ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସନ୍ଧ୍ୟାରେ ହାତୀ ଛୁଆର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ହାତୀ ଛୁଆର ବୟସ ୩ ବର୍ଷ ହୋଇଥିବା ବେଳେ ସେ ବଲାଙ୍ଗିର ଜିଲ୍ଲା ଦେୱଗାଁରୁ ଆସିଥିଲା । ତେବେ କିଛି ଦିନ ହେବ ଗଳାରେ କ୍ଷତ ଥିବାରୁ…
Read More...

ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସର ଚଢାଉ

ତାଳଚେର/ ଉତ୍ତମ ଦାସ : ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ । ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ରେଡ୍ କରାଯାଉଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ବର, କେନ୍ଦୁଝର, ତେଳକୋଇ ଓ ତାଳଚେରରେ ଚାଲିଛି ରେଡ୍…
Read More...

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ଆଜି ଜୟଦେବ ଭବନରେ ପାଳିତ ହୋଇଯାଇଛି।  ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ.…
Read More...