Browsing Tag

Odisha

ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ

ରନ୍ଧନ ଗ୍ୟାସ୍ (ଏଲ ପି ଜି)  ର ଉପଲବ୍ଧତା  ଓ ସୁରୁଖୁରୁରେ ବିତରଣ ନିମନ୍ତେ ଆଜି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର  ସଚିବ  , ଉପଭୋକ୍ତା ବ୍ୟାପାର ବିଭାଗର ସଚିବ ଙ୍କ ଅଧ୍ୟକ୍ଷତାରେ   ସବୁ ରାଜ୍ୟର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ମାନଙ୍କ ମଧ୍ୟରେ…
Read More...

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ

ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର ।ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର ।  ୭୫ଟି ରାସନ ଡିଲରଙ୍କ ବିରୁଦ୍ଧରେ ଆକ୍ସନ ନେବା ସହ ସେମାନଙ୍କ ଲାଇସେନ୍ସ ବାତିଲ କରିଛନ୍ତି ସରକାର । ଚଳିତ ଆର୍ଥିକ…
Read More...

ଗ୍ରୀଷ୍ମର ପ୍ରଭାବ ଆରମ୍ଭ ହୋଇଥିବାବେଳେ ବର୍ଷିପାରେ ବର୍ଷା ।

ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ୩ ଦିନ ମଧ୍ୟରେ ବର୍ଷା ଘଡଘଡି ସାଙ୍ଗକୁ ବିଜୁଳି ସମ୍ଭାବନା ରହିଛି । ଆଉ ଏହାର ପ୍ରଭାବ ଉପକୂଳବର୍ତ୍ତୀ ଜିଲ୍ଲାରେ ପଡିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ଏନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
Read More...

ଚାଲିଛି ଘମାଘୋଟ୍ ଯୁଦ୍ଧ

ଇରାନ-ଇସ୍ରାଏଲ୍ ଓ ଆମେରିକା ମଧ୍ୟରେ ଚାଲିଛି ଘମାଘୋଟ୍ ଯୁଦ୍ଧ। ଆଉ ଏହାରି ଭତରେ ଇରାନ୍‌ର ଧାର୍ମିକ ଆପ୍‌ ଗୁଡିକରେ ଧମକ ଆସୁଛି । ଯାହାକୁ ନେଇ ବର୍ତ୍ତମାନ ସବୁଠି ଚର୍ଚ୍ଚା । କରାଚୀରେ ଥିବା ଆମେରିକୀୟ ଦୂତାବାସ ଉପରେ ହମଲା କରାଯାଇଛି। ଇରାନ ଆକ୍ରମଣରେ ୟୁଏଇରେ ଥିବା ଆମାଜନ କ୍ଲାଉଡର ଡାଟା…
Read More...

ପାରଳାଖେମୁଣ୍ଡିରେ ଦୋଳ ଉତ୍ସବ ଶୁଭାରମ୍ଭ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଦୋଳଉତ୍ସବ 2026 ଶୁଭାରମ୍ଭ ।  ଦୋଳବନ୍ଧ ନିକଟରେ ଦୋଳ ଉନ୍ନୟନ କମିଟି, ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଉଦ୍ୟମରେ ତଥା ପାରଳାଖେମୁଣ୍ଡି ପୌର ପରିଷଦ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦୋଳ ଉତ୍ସବର ଶୁଭାରମ୍ଭ ହୋଇଛି । ପ୍ରଥମ…
Read More...

ବିନତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଚାନ୍ଦବାଲି : ଚାନ୍ଦବାଲି ବ୍ଲକ୍ ଗୋପାଳପୁର କ୍ଲଷ୍ଟର୍ ଅନ୍ତର୍ଗତ ବିନତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ନିଶାକର ନାଥଙ୍କ ସଭାପତିତ୍ୱରେ, ମୁଖ୍ୟ ଅତିଥି ରୂପେ ଗୋପାଳପୁର ଆଞ୍ଚଳିକ ସାଧନକେନ୍ଦ୍ରର…
Read More...

ବିଜେଡିର ପି.ଏ.ସି ବୈଠକ ଆରମ୍ଭ

ନବୀନ ନିବାସରେ ପହଞ୍ଚିଲେ ଦଳର ଛାମୁଆ ନେତା । ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଆରମ୍ଭ ହୋଇଛି । ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । ବରିଷ୍ଠ ନେତା ସଂତୃପ୍ତ ମିଶ୍ର, ବିକ୍ରମ ଆରୁଖ, ନିରଞ୍ଜନ ପୂଜାରୀ, ପ୍ରଣବ ପ୍ରକାଶ ଦାସ,…
Read More...

ବିଶ୍ଵଶାନ୍ତି ମହାଯଜ୍ଞ ସ୍ଥଳରେ ପହଞ୍ଚିଲେ CM ଙ୍କ ଧର୍ମପତ୍ନୀ

ବିଶ୍ଵଶାନ୍ତି ମହାଯଜ୍ଞ ସ୍ଥଳରେ ପହଞ୍ଚିଲେ CM ଙ୍କ ଧର୍ମପତ୍ନୀ , ପିପିଲି ବ୍ଲକ ଦାଣ୍ଡମୁକୁନ୍ଦପୁରରେ ଆଜି ଠାରୁ ଆରମ୍ଭ ହୋଇଛି ଭବ୍ୟ ବିଶ୍ୱଶାନ୍ତି ମହାଯଜ୍ଞ। ଯେଉଁଠାରେ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳୁଛି । ଆଜିର ମୁଖ୍ୟ ଆକର୍ଷଣ…
Read More...

ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ପାଳିତ

ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ଠାରେ, ମା ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।  ଏହି ସପ୍ତଦଶ ବାର୍ଷିକ ଉତ୍ସବର. ରାମଚନ୍ଦ୍ର ବୈରୀଗଞ୍ଜନ ସଭାପତିତ୍ୱ କରିଥିଲେ । ମାନସିଂହ ସାହିତ୍ୟ ସଂସଦର ସଭାପତି ତଥା ଶିକ୍ଷାବିତ ବିଷ୍ଣୁ ପ୍ରସାଦ ଦଳେଇ ଅତିଥିଙ୍କ…
Read More...

ପଥର ଖଣିରୁ ଛାତ୍ରଙ୍କ ମୃତ ଦେହ ଉଦ୍ଧାର

ଚନ୍ଦକା ପଥର ଖଣିରୁ ଛାତ୍ରଙ୍କ ମୃତ ଦେହ ଉଦ୍ଧାର। ପଥର ଖଣି ପାଣି ଭିତରେ ବୁଡ଼ି ଯାଇଥିଲେ ଇଞ୍ଜିନିୟରିଂ ଛାତ୍ର। ଖବର ପାଇ ଚନ୍ଦ୍ରଶେଖରପୁର ଅଗ୍ନିଶମ ବାହିନୀ କଲେ ଉଦ୍ଧାର। ତେବେ ମୃତ ଛାତ୍ର ଜଣକ ହେଲେ ଏନ୍.ଆଦିତ୍ୟ ଅଭିଜିତ। ଅଭିଜିତଙ୍କ ଘର ୟୁନିଟ୍ ୬ ଅଞ୍ଚଳରେ ହୋଇଥିବା ଜଣାପଡିଛି । ସେ…
Read More...