ପାରିତ ହେଲା ଓଡ଼ିଶା ବିଶ୍ଵବିଦ୍ୟାଳୟ ସଂଶୋଧନ ବିଲ୍…
ରାତି ସାରା ଚାଲିଲା ବିଧାନସଭା । ପାରିତ ହେଲା ଓଡ଼ିଶା ବିଶ୍ଵବିଦ୍ୟାଳୟ ସଂଶୋଧନ ବିଲ୍ । ଗୃହରେ ସାଢେ ୧୨ ଘଣ୍ଟା ଆଲୋଚନା ହୋଇଥିଲା । ବିରୋଧୀ ଦଳ ବିଧାୟକ ବିଲକୁ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରୁଥିବା ବେଳେ ଶାସକ ଦଳର ବିଧାୟକ ପାରିତ ହେବା ନେଇ ଯୁକ୍ତି ବାଢିଥିଲେ । ମୂଳ ବିଲରେ ମୋଟ…
Read More...
Read More...