ବିକ୍ରମ କେଶରୀ ଆରୁଖ ଓଡି଼ଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ
ଭୁବନେଶ୍ୱର: ବରିଷ୍ଠ ବିଜେଡି ବିଧାୟକ ବିକ୍ରମ କେଶରୀ ଆରୁଖ ଓଡି଼ଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ବାଚନିକ ଭୋଟ ପରେ ଶ୍ରୀ ଆରଖଙ୍କ ନାମ ଉପବାଚସ୍ପତି ରଜନୀକାନ୍ତ ସିଂ ଘୋଷଣା କରିଥିଲେ । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକ୍ରମ…
Read More...
Read More...