ଦେଢ଼ ମାସର ବ୍ୟବଧାନ ପରେ ଅଲିଭରିଡ଼ଲେ କଇଁଛ ଛୁଆ ବସାରୁ ବାହାରି ସମୁଦ୍ର ମୁହାଁ
କେନ୍ଦ୍ରାପଡ଼ା-: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଦେଢ଼ ମାସର ବ୍ୟବଧାନ ପରେ ଅଲିଭରିଡ଼ଲେ କଇଁଛ ଛୁଆ ବସାରୁ ବାହାରି ସମୁଦ୍ର ମୁହାଁ ହେବାରେ ଲାଗିଛନ୍ତି । ଅଲିଭ୍ ରିଡ୍ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି । ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର…
Read More...
Read More...