ଓଡ଼ିଶାରେ ଏସ୍ସି-ଏସ୍ଟି ସମ୍ମିଳନୀ ଆୟୋଜିତ, ଭାଗନେବେ ଲୋକସଭା ବାଚସ୍ପତି
ଭୁବନେଶ୍ଵର: ଆଜିଠାରୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଭୁବନେଶ୍ୱରରେ ୨୯ ଓ ୩୦ ତାରିଖ ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ । ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା…
Read More...
Read More...