ଖରିଫ ଧାନ କିଣା ଅବଧି ୭ ଦିନ ବଢିଲା, ଚାଷୀଙ୍କୁ ସହାୟତା ପାଇଁ ରାଜ୍ୟ ସରକାରର ପଦକ୍ଷେପ
Bhubaneswar: ଖରିଫ ଋତୁରେ ଧାନ କିଣା ପ୍ରକ୍ରିୟାକୁ ଆଉ ସୁବିଧାଜନକ କରିବା ପାଇଁ ରାଜ୍ୟ ସରକାର ବଡ ପଦକ୍ଷେପ ନେଇଛନ୍ତି। ଧାନ କିଣା ଅବଧିକୁ ଅତିରିକ୍ତ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି ଯେ, କୌଣସି ଚାଷୀଙ୍କ…
Read More...
Read More...