ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଦ୍ମ ବେଶ ଅନୁଷ୍ଠିତ ହେବ
ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ ଅନୁଷ୍ଠିତ ହେବ । ଏଣୁ ଦୟଣାମାଳି ସେବକ ଲାଗି ପଡିଛନ୍ତି ଠାକୁରଙ୍କ ବେଶ ପ୍ରସ୍ତୁତ କାର୍ଯ୍ୟରେ । ଶ୍ରୀମୁଖ ପଦ୍ମ, କରପଲ୍ଲଭ, ହଂସ, ଗଛ, ଡାଳିଲତା ଆଦି ବେଶ ସାମଗ୍ରୀ ତିଆରି ଚାଲିଛି । ରତ୍ନସିଂହାସନକୁ ପଦ୍ମ ପୁଷ୍କରିଣୀ ଜ୍ଞାନ କରାଯାଇ…
Read More...
Read More...