Browsing Tag

Pahalgam

ଅଭିଯୁକ୍ତମାନେ ଖୁବ୍ ଶୀଘ୍ର ଏକ ଦୃଢ଼ ଏବଂ ସ୍ପଷ୍ଟ ଉତ୍ତର ପାଇବେ

ଜମ୍ମୁ-କାଶ୍ମୀର-: ପହଲଗାମ ଆକ୍ରମଣର ଦୃଢ଼ ଜବାବ ଦିଆଯିବ ବୋଲି ବୁଧବାର କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଏହି ଘଟଣାର ଜବାବ ଦେବା ଲାଗି ଯାହା ଆବଶ୍ୟକ ଏବଂ ଉପଯୁକ୍ତ ସରକାର ସେ ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ନେବେ ବୋଲି ରାଜନାଥ କହିଛନ୍ତି । ଆକ୍ରମଣକାରୀ ଆତଙ୍କବାଦୀ ଏବଂ…
Read More...

ପହଲଗାମ ଆକ୍ରମଣର ତିନି ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ସ୍କେଚ ଜାରି

ଜମ୍ମୁ-କଶ୍ମୀର-: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଏକ ଗୋଷ୍ଠୀ ଉପରେ ଆକ୍ରମଣ କରିଥିଲେ, ଯେଉଁଥିରେ ୨୬ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଅଛନ୍ତି । ତେବେ ବର୍ତ୍ତମାନ ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ୩ ଆତଙ୍କବାଦୀଙ୍କ ସ୍କେଚ ଜାରି ହୋଇଛି…
Read More...

ପୀଡିତ ପରିବାରଙ୍କ ପ୍ରତି ଏକତା ପ୍ରଦର୍ଶନ କରିବା ପାଇଁ ବୁଧବାର କାଶ୍ମୀର ବନ୍ଦ ଡାକରା

ଜମ୍ମୁ-କଶ୍ମୀର-: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶକୁ ଥରାଇ ଦେଇଛି । ଆତଙ୍କବାଦୀଙ୍କ ଗୁଳିରେ  ନିରୀହ ଲୋକଙ୍କ ଜୀବନ ଗଲା । ଛୁଟି କାଟିବାକୁ ଯାଇଥିବା ପରିବାର ଲୋକଙ୍କ ସମ୍ମୁଖରେ ସେମାନଙ୍କ ପ୍ରିୟଜନଙ୍କୁ ହତ୍ୟା କରାଯାଇଥିଲା । ଏହି ଆକ୍ରମଣ ପରେ ଦେଶବାସୀଙ୍କ…
Read More...