ଆସନ୍ତାକାଲି ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ସର୍ବସାଧାରଣ ଦର୍ଶନ ଅସ୍ଥାୟୀ ଭାବେ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆସନ୍ତା ୩୦ ନଭେମ୍ବର ୨୦୨୬, ସୋମବାର…
Read More...
Read More...