Browsing Tag

Panchayat Election

ନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇପାରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ।

ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଠିକ ସମୟ ଘୋଷଣା ହୋଇ ନଥିଲେ ମଧ୍ୟ ରାଜନୈତିକ ଦଳର ନେତାମାନେ ନିଜନିଜର କ୍ଷେତ୍ର ସଜାଡୁଛନ୍ତି। ଏବେ ରାଜ୍ୟର ଅନେକ ସରପଞ୍ଚ ଏବଂ ସମିତି ସଭ୍ୟ ଦଳ ଡେଉଁଛନ୍ତି। ଏହାରି ମଧ୍ୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ଏକ…
Read More...

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ।

ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ୧୭ ଜାନୁଆରୀ ୨୦୨୬ ତାରିଖ ରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଆରଡିସି ସ୍ତରୀୟ ପ୍ରାକ୍ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ…
Read More...

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ବେଳେ ହିଂସା; ୯ ମୃତ

କୋଲକାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। କଡା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ନିର୍ବାଚନକୁ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରିବା ପାଇଁ ରାଜ୍ୟରେ ସୁରକ୍ଷା ବାହିନୀ ନିୟୋଜିତ କରାଯାଇଛି, କିନ୍ତୁ ଏହା ସତ୍ତେ ଅନେକ ଅଞ୍ଚଳରୁ ହିଂସା…
Read More...

ଆଜି ୪୫ଟି ଜାଗାରେ ପଞ୍ଚାୟତ ନିର୍ବାଚନ ପାଇଁ ପୁନଃ ମତଦାନ

ଭୁବନେଶ୍ୱର: ଆଜି ରାଜ୍ୟର ୪୫ଟି ଜାଗାରେ ପଞ୍ଚାୟତ ନିର୍ବାଚନ ପାଇଁ ପୁନଃ ମତଦାନ ଚାଲିଛି । ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଭୋଟ ଗ୍ରହଣ ହେବ । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ୪୫ଟି ବୁଥରେ ଆଜି ସାନି ମତଦାନ କରାଯାଉଛି । ୯ ଜିଲ୍ଲା ମଧ୍ୟରୁ…
Read More...

ବୁଥ ଜବରଦଖଲ ଯୋଗୁଁ ତିନିଟି ସ୍ଥାନରେ ନିର୍ଵାଚନ ବାତିଲ

ଯାଜପୁର: ରାଜ୍ୟରେ ଏବେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି । ଏହାରି ମଧ୍ୟରେ ଯାଜପୁର ଜିଲ୍ଲାରେ ପୁଣି ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨, ୭ ଓ ୮ ନଂ ବୁଥ ଜବରଦଖଲ ଯୋଗୁଁ ଏଠାରେ ନିର୍ଵାଚନକୁ…
Read More...

ବରୀରେ ବିଶ୍ଵଙ୍କ ମାରାଥନ ପ୍ରଚାର

ବରୀ : ପଞ୍ଚାୟତ ନିର୍ବାଚନ ପାଇଁ ସମୟ ଯେତେ ଘନାଉଛି ଲୋକଙ୍କ ମନ ରେ ସେତେ ଉତ୍କଣ୍ଠା ପରିଲକ୍ଷିତ ହେଉଛି। ଆସନ୍ତା ୨୪ ତାରିଖରେ ବରୀ ବ୍ଲକରେ ହେବ ପଞ୍ଚାୟତ ନିର୍ବାଚନ। ଏଥି ପାଇଁ ବିଭିନ୍ନ ରାଜନୈତିକ ଦଳ ଗୁଡିକ ନିଜ ନିଜର ପ୍ରାର୍ଥୀ ମାନଙ୍କ ପାଇଁ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି…
Read More...

ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି । ଏହାରିମଧ୍ୟରେ ପୁଣି ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଳକ ସାନ କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକଙ୍କର ମୃତ୍ୟୁ ଘଟିଛି। ସେହିପରି…
Read More...

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

ଭୁବନେଶ୍ୱର: ରାଜ୍ୟରେ ଏବେ ପଂଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଏହାରି ମଧ୍ୟରେ ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ହେବାକୁ ଥିବା ଏହି ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏନେଇ ଆଜି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢୀ ଏକ…
Read More...

ପଞ୍ଚାୟତ ନିର୍ବାଚନ: ୩୦୦ଜଣଙ୍କୁ ନେଇ କରିପାରିବେ ରାଜନୈତିକ ସଭା

ଭୁବନେଶ୍ୱର: ରାଜ୍ୟରେ ଏବେ ପଞ୍ଚାୟତ ନିର୍ବାଚନ ପାଇଁ ରାଜନୈତିକ ମାହୋଲ ବେଶ ସରଗରମ ହେବାରେ ଲାଗିଛି । ଏହାରି ମଧ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି । ଏଣିକି ୨୦ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ ।…
Read More...

ଶିଶୁକୁ ଧରି ପ୍ରଚାର କରୁଛି ମା

ଗଞ୍ଜାମ: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ରାଜନୈତିକ ମାହୋଲ ବେଶ ସରଗରମ ହେବାରେ ଲାଗିଛି । ଭୋଟ ପାଇଁ କିଏ କେତେ ପ୍ରକାରର ପନ୍ଥା ଆପଣଉଛନ୍ତି । ନିଜ ନିର୍ବାଚନୀ ଚିହ୍ନ ହାତରେ ଧରି ଗାଁ ବୁଲି ପ୍ରାର୍ଥୀ ଭୋଟ ମାଗିବାର ତ ଆପଣ ଦେଖିଛନ୍ତି । କିନ୍ତୁ ଗଞ୍ଜାମ କୋଡ଼ାପଦର ପଂଚାୟତରୁ ଆସିଛି…
Read More...