Browsing Tag

pani paga

ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସହ ଘଡଘଡ଼ି ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହଣ୍ଡି, ନୂଆପଡ଼ା, ନବରଙ୍ଗପୁର,…
Read More...

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଜିଠୁ ବଢିବ ବର୍ଷାର ପରିମାଣ । ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ଆଶଙ୍କା ରହିଛି । ରାଜ୍ୟରେ ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଂକା ରହିଛି । ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼,…
Read More...

ଦୁର୍ବଳ ନଦୀବନ୍ଧରେ ୨୪ ଘଣ୍ଟା ପେଟ୍ରୋଲିଂ ପାଇଁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଦୁର୍ବଳ ନଦୀବନ୍ଧରେ ହେବ ୨୪ ଘଣ୍ଟିଆ ପାଟ୍ରେଲିଂ ହେବ । ଏ ନେଇ ଏସଆରସି ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ପୋଲିସ ଓ ଜଳସମ୍ପଦ ବିଭାଗ ଯନ୍ତ୍ରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ କୁହାଯାଇଛି…
Read More...

ଆଜିଠୁ କମିବ ବର୍ଷାର ପରିମାଣ

ଭୁବନେଶ୍ୱର:ବଙ୍ଗେପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତରେ ପରିଣତ ହୋଇଛି । ଏହି ଅବପାତ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି। ଏହା ବର୍ତ୍ତମାନ ଘଣ୍ଟା ପ୍ରତି ୧୯ କିଲୋମିଟର ବେଗରେ ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ଦୃର୍ବଳ ହୋଇ ଧିରେ ଧିରେ…
Read More...

୪୮ ଘଣ୍ଟାରେ ଲଘୁଚାପ, ୨୦ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୁର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ । ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ କେନ୍ଦ୍ର କୁହାଯାଇଛି । ଏହା…
Read More...

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଟ୍ୱିନସିଟିରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସଆରସି

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଟ୍ୱିନସିଟି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସଆରସି । ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଜିଲ୍ଲାପାଳ ମାନଙ୍କୁ ହେଡକ୍ୱାଟର…
Read More...

ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି

ଭୁବନେଶ୍ୱର:ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିର ପ୍ରକୋପ ଅଧିକ ରହୁଥିବା ବେଳେ ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଦିନ ୩ଟା ସୁଦ୍ଧା ଭୁବନେଶ୍ୱର ୪୧ ତାପମାତ୍ରା ରେକର୍ଡ କରାଯାଇଛି। ଆଜିଦିନ ୧୧ ଟା ୩୦…
Read More...

ଆସନ୍ତା ୪ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରିରହିବ ବର୍ଷା ଓ ବଜ୍ରପାତ

ଭୁବନେଶ୍ୱର: ଆସନ୍ତା ୪ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରିରହିବ ବର୍ଷା ଓ ବଜ୍ରପାତ । ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଯାଏ ୱାଣ୍ଣିଂ ଜାରିରହିବ । କୋରାପୁଟ, ରାୟଗଡ଼ା , ଗଜପତି, କନ୍ଧମାଳ, ଗଞ୍ଜାମ,…
Read More...

ହଠାତ୍ ବଦଳିଯାଇଛି ପାଗ,ଦିନରେ ତାତି ସନ୍ଧ୍ୟାରେ ବର୍ଷା

ଭୁବନେଶ୍ୱର:ଆସନ୍ତା ୪ଦିନ ତାତୀରୁ ମିଳିବ ସାମାନ୍ୟ ଆସ୍ୱସ୍ତି । ହଠାତ୍ ବଦଳିଯାଇଛି ପାଣିପାଗ । ସକାଳୁ ମୁଣ୍ଡଫଟା ଖରା ହେଉଥିବା ବେଳେ ଅପରାହ୍ଣ ପରେ ହଠାତ୍ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସୁଛି । ଗରମ, ଗୁଳୁଗୁଳିରେ ଆକ୍ତାମାକ୍ତା ସାରା ରାଜ୍ୟ ଦିନରେ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ…
Read More...

କାଳ ବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗ୍ରୀଷ୍ମପ୍ରବାହ ଯେଗୁ ଅସହ୍ୟ ଗରମ ଗୁଳୁଗୁଳିର ତତଲା ତାୱରେ ଭାଜି ହେଉଛି ସାରା ରାଜ୍ୟ । ଗରମ ଗୁଳୁଗୁଳି ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ।ଦିନରେ ତାପମାତ୍ରା କୌଣସି ପରିବର୍ତ୍ତନ ହେବାର ସଂଭାବନା ନାହିଁ । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨…
Read More...